-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ବରଗଡ଼ ସାଂସଦଙ୍କ ରାଜପଥ ଦାବି ଉପରେ କେନ୍ଦ୍ର ମନ୍ତ୍ରୀଙ୍କ ଉତ୍ତର

19-Sep-2025



ପଦ୍ମପୁର(ପ୍ରେରଣା ଖବର): ବଲାଙ୍ଗୀର-ପାଟଣାଗଡ-ହରିଶଙ୍କର- ନୃସିଂହନାଥ -ପାଇକମାଳ- ନୂଆପଡ଼ାକୁ ଜାତୀୟ ରାଜପଥ ଅନ୍ତର୍ଭୁକ୍ତ କରିବା ପାଇଁ ବରଗଡ ସାଂସଦ ପ୍ରଦୀପ ପୁରୋହିତ କରିଥିବା ଦାବି ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ବିଭାଗ ମନ୍ତ୍ରୀ ନୀତୀନ ଗଡକରି ଉତ୍ତର ରଖିଛନ୍ତି। ଏ ପ୍ରସଙ୍ଗରେ ଶ୍ରୀ ପୁରୋହିତଙ୍କ ଦାବିର ଉତ୍ତରରେ କେନ୍ଦ୍ରମନ୍ତ୍ରୀ ତାଙ୍କ ପତ୍ରରେ ଲେଖିଛନ୍ତି ଯେ, ବିଭିନ୍ନ ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କ ଦାବିକୁ ତର୍ଜମା କରି କେନ୍ଦ୍ର ସରକାର ନୂତନ ଜାତୀୟ ରାଜପଥ ନିର୍ମାଣ କିମ୍ବା ରାଜ୍ୟ ରାଜପଥକୁ ଜାତୀୟ ରାଜପଥରେ ବିକଶିତ କରିଥାନ୍ତି।

ଏଥିପାଇଁ କେତେକ ନୀତିନିୟମ ମଧ୍ୟ ରହିଛି। ତେବେ ସାଂସଦ ଶ୍ରୀ ପୁରୋହିତଙ୍କ ଦାବିକୁ ଗୁରୁତର ସହ ନେଇ ସେ ଏହାର ତର୍ଜମା କରି ଯଥାର୍ଥ ପଦକ୍ଷେପ ଗ୍ରହଣ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡକରି ତାଙ୍କ ପତ୍ରରେ ଦର୍ଶାଇଛନ୍ତି। ସୂଚନାଯୋଗ୍ୟ, ବଲାଙ୍ଗୀର -ପାଟଣାଗଡ- ହରିଶଙ୍କର - ନୃସିଂହନାଥ - ପାଇକମାଳ- ନୂଆପଡ଼ା ସଡ଼କପଥକୁ ଜାତୀୟ ରାଜପଥ ମାନ୍ୟତା ପ୍ରଦାନ କରିବାକୁ ସାଂସଦ ଶ୍ରୀ ପୁରୋହିତ ଦାବି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like