-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳକୁ ଉପଖଣ୍ଡ,ଏନଏସି ଓ ସବଜେଲ ଦାବି.. ବାର ଘଣ୍ଟିଆ କଣ୍ଟାମାଳ ବନ୍ଦ ସମ୍ପୂର୍ଣ୍ଣ ସଫଳ

19-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳକୁ ସବଡ଼ିଭିଜନ, ଏନଏସି ଓ ଏକ ସବଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଦିଆଯାଇଥିବା ୧୨ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା କ୍ରମେ ଆଜି ସକାଳ ୬ଘଣ୍ଟା ଠାରୁ କଣ୍ଟାମାଳ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ସଫଳ ହୋଇଛି l ସକାଳୁ ସଚେତନ ନାଗରିକ ମଞ୍ଚ ସଦସ୍ୟ,ବିଭିନ୍ନ ଅନୁଷ୍ଠାନ ର ସଦସ୍ୟ, ବଣିକ ସଂଘ ଓ ସ୍ଥାନୀୟ ଜନସାଧାରଣ ପିକେଟିଙ୍ଗ କରି କଣ୍ଟାମାଳ ଅଂଚଳର ସମସ୍ତ ଦୋକାନ, ବଜାର, ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଯାନବାହାନ ଚଳାଚଳ କୁ ବନ୍ଦ କରିଥିଲେ  l ଯାନବାହାନ ଚଳାଚଳ ବନ୍ଦ ଯୋଗୁଁ ବହୁ ଗାଡି ମୋଟର ଦୀର୍ଘ ସମୟ ଉଭୟ ପାର୍ଶ୍ୱରେ

ଅଟକି ରହିଥିଲା  l   ଫଳରେ ଜନଜୀବନ ପ୍ରଭାବିତ ହେବା ସହ ଜୀବନଯାତ୍ରା ସମ୍ପୂର୍ଣ୍ଣ ଠପ ହୋଇଛି  l  ଏହି ଅବସରରେ ଏକ ସଚେତନତା ବାଇକ ରାଲି କଣ୍ଟାମାଳ ଗିରିଗୋବର୍ଦ୍ଧନ ପୀଠ ଠାରୁ ବାହାରି ତହସିଲ ଛକ, ବ୍ଲକ ଛକ, ମେଡିକାଲ ଛକ, ହାଟପଦା ଶୈବ ପୀଠ, କଣ୍ଟାମାଳ ଗାଁ, ସତସଙ୍ଗ ବିହାର, ହାଇସ୍କୁଲ ଛକ, ବଡ଼ଛପାପାଲି,ଡ଼ୁମାଲପାଲି ପେଟ୍ରୋଲପମ୍ପ, ମଲିକୁଦ,ଉଦେପୁର ହୋଇ କଳରାକୋଠା, ବନ୍ଧପାଲି ଓ ଶେଷରେ କଲ୍ୟାଣ ମଣ୍ଡପ ପହଞ୍ଚିଥିଲେ  l  ଏହି ବନ୍ଦ ପାଳନ ବେଳେ ସମସ୍ତ ଦୋକାନ ବଜାର, ସ୍କୁଲ, କଲେଜ, ବ୍ୟାଙ୍କ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ତିନି ଓ ଚାରି ଚକିଆ ଯାନବାହାନ ଚଳାଚଳ, ପେଟ୍ରୋଲପମ୍ପ ଆଦି ସମ୍ପୂର୍ଣ୍ଣ ବନ୍ଦ ଥିବା

ଦେଖିବାକୁ ମିଳିଛି  l  ଏପରିକି ସାପ୍ତାହିକ ହାଟ ମଧ୍ୟ ବନ୍ଦ ରହିଥିଲା  l  ତେବେ ଅତ୍ୟାବଶ୍ୟକ ଜରୁରୀ ସେଵା ଭାବେ ଡାକ୍ତରଖାନା, ଔଷଧ ଦୋକାନ, ରୋଗୀ ସେଵା, କ୍ଷୀର ଓ ପରୀକ୍ଷା କେନ୍ଦ୍ର ଥିବା ସ୍କୁଲ ଆଦି ଖୋଲା ରହିଛି  l ବନ୍ଦ ପାଳନରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ସହ ଓକିଲ ସଂଘ,ବଣିକ ସଂଘ, ବରିଷ୍ଠ ନାଗରିକ ସଂଘ, ଅବସରପ୍ରାପ୍ତ କର୍ମଚାରୀ ସଂଘ, ସାମ୍ବାଦିକ ସଂଘ ସମେତ ଅଂଚଳର ସଚେତନ ନାଗରିକ,ବିଭିନ୍ନ ସଂଗଠନ ର ସଦସ୍ୟ ଏବଂ ଦଳମତ ନିର୍ବିଶେଷରେ କଣ୍ଟାମାଳ ର ସମସ୍ତ ରାଜନୈତିକ ଦଳର ବ୍ୟକ୍ତିବିଶେଷ ଯୋଗଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like