-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ପୁଣି ବିଜୁ ସେତୁ ଅଘଟଣ, ଶ୍ରମିକ ମୃତ

28-Jan-2021



ବାରିପଦା(ପ୍ରେରଣା ଖବର) ପୁଣି ବିଜୁ ସେତୁ ଅଘଟଣ ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛିବାରିପଦା-ବଡ଼ସାହି ରାସ୍ତାର ଉରା ସେତୁର କାମ ଚରଲିଥିବା ବେଳେ ଆଜି ଅପରାହ୍ଣରେ ଏହି ଅଘଟଣ ଘଟିଛି। ମୃତ ଶ୍ରମିକ ହେଲେ ମୟୂରଭଞ୍ଜ ଜିଲ୍ଲା  ରାସଗୋବିନ୍ଦପୁରର ଦୀପକ ସିଂ।ସୂଚନା ଅନୁସାରେ, ସେତୁ ପିଲର୍‌ ପାଇଁ ଖୋଳା ଯାଉଥିବା ଖାତରେ ଖସି ପଡ଼ିଥିଲେ ଦୀପକ। ଗଭୀର ପାଣି ଖାତରେ ଖସି ପଡ଼ିବା ଯୋଗୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଅଘଟଣ ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ଶବ ରଖି ସ୍ଥାନୀୟ ଲୋକେ ଧାରଣା ଦେଇଛନ୍ତି। ୨୦୧୯ ଜାନୁଆରୀ ୩୧ରେ ଏହି ସେତୁର ଶିଳାନ୍ୟାସହୋଇଥିଲା।ସୂଚନାଥାଉ କି, କିଛିଦିନ ତଳେ ନବରଙ୍ଗପୁର ଜିଲ୍ଲାଉମରକୋଟ ଥାନା ଅନ୍ତର୍ଗତ ତାଲାପଦରରେ ବିଜୁ ସେତୁ ଭୁଶୁଡି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ସହକାରୀ ଯନ୍ତ୍ରୀ( Assistant Engineer) ଅସିତ ପାତ୍ରଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଥିଲେ। ତୁରନ୍ତ ସମ୍ପୃକ୍ତ ଠିକାଦାର ଏବଂ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ଉନ୍ନୟନ କମିଶନର ପ୍ରଦୀପ ଜେନା ଜିଳ୍ଲାପାଳଙ୍କୁ ନିର୍ଦ୍ଦେଶ ବି ଦେଇଥିଲେ। ଏହାସହ ଗିରଫ କରିବାକୁ ବି ନିର୍ଦ୍ଦେଶନାମାରେ କହିଥିଲେ ଉନ୍ନୟନ କମିଶନର।ନବରଙ୍ଗପୁର ଜିଲ୍ଲାଉମରକୋଟ ବ୍ଲକ୍ ଅନ୍ତର୍ଗତ ତାଲାପଦର ଗାଁ ନିକଟରେ ସେତୁର ନିର୍ମାଣ କାମ ଚାଲିିଥିବାବେଳେ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଫଳରେ ଜଣଙ୍କ ମୃତ୍ୟୁ ହେବା ସହ ୩ ଜଣ ଶ୍ରମିକଙ୍କ ଅବସ୍ଥା ଗୁରୁତର ହୋଇଥିଲା। ନିମ୍ନମାନର ସେଣ୍ଟ୍ରିଂ ଯୋଗୁ ଏଭଳି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଥିଲା। ସେଣ୍ଟ୍ରିଂରେ ଲାଗିଥିବା ପୁରୁଣା ପାଇପ୍ ଯୋଗୁ ଏଭଳି ଘଟଣା ଘଟିଥିବା ଅଧୀକ୍ଷଣ ଯନ୍ତ୍ରୀ କହିଥିଲେ। ତାଲାପଦର ଠାରୁ ଜାନୀଗୁଡା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାର ନାଗୀ ନଦୀ ଉପରେ ବିଜୁ ସେତୁ ଯୋଜନା ମାଧ୍ୟମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏହି ପୋଲ ନିର୍ମାଣ କରାଯାଉଥିଲା। ସୂଚନା ଅନୁସାରେ, ପୋଲର ମଧ୍ୟ ଭାଗରେ ସ୍ଲାବ୍ କାମ ଚାଲିଥିବା ସମୟରେ କିଛିଦିନ ତଳେ ହଠାତ୍ ପୋଲଟି ଭୁଶୁଡ଼ି ପଡିଥିଲା। ସଙ୍ଗେସଙ୍ଗେ ସ୍ଥାନୀୟ ତାଲାପଦର ଗ୍ରାମର କିଛି ଯୁବକ ପୋଲ ତଳେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like