-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ସିପିଆଇଏମଏଲ ଜାଗ୍ରତ ସମିତି ତରଫରୁ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

19-Sep-2025



ନର୍ଲା ( ଚିନ୍ତାମଣି ନାଏକ)
ରାଜ୍ୟସରକାର ୨୦୦୬/୨୦୦୭ ମସିହାରେ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ପଟ୍ଟା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ମଧ୍ୟ ନର୍ଲା ବ୍ଲକ ଅଞ୍ଚଳର ବିଭିନ୍ନ ପଦରରେ ବସବାସ କରୁଥିବା ଏହି ଆଦିବାସୀ ମାନଙ୍କୁ ଆଜିଯାଏଁ ସେମାନେ ରହୁଥିବା ଜଙ୍ଗଲ ଜମିର ପଟ୍ଟା ମିଳିପାରି ନାହିଁ । ଏଥିପାଇଁ ପ୍ରତିବର୍ଷ ଦୁଇଥର ଏମାନଙ୍କୁ ନେଇ ସିପିଆଇଏମଏଲ ଜାଗ୍ରତ ସମିତି ତରଫରୁ ବ୍ଲକ ଓ ତହସିଲ ଘେରାଉ କରି ଦାବୀ ପତ୍ର ପ୍ରଦାନ କରାଯାଉଥିଲେ ମଧ୍ୟ ଏହା ଅରଣ୍ୟରୋଦନ ସାଜୁଛି । ଗତ ବର୍ଷ ନର୍ଲା ବିଡିଓ ଟୁଟୁଙ୍ଗ ଝୁଲା ପଦରକୁ ଯାଇ ଜଙ୍ଗଲଜମିରେ ବସବାସ କରୁଥିବା ଆଦିବାସୀ ମାନଙ୍କ ସହ ଆଲୋଚନା ଥିଲେ ହେଲେ ବର୍ଷ ହେଇଗଲା ଆବାସ ଯୋଜନା ରେ ଘର ତିଆରି ନିମନ୍ତେ କାର୍ଯ୍ୟାଦେଶ ଦିଆଯାଇଥିଲେ ମଧ୍ୟ କାହିଁକି ଗୃହ ନିର୍ମାଣ କରୁନ ବୋଲି ପ୍ରଶ୍ନ କରିଥିଲେ । ଏମାନଙ୍କୁ ସେମାନଙ୍କ ଜଙ୍ଗଲ ଜମି ଛାଡି ଅନ୍ୟ ଗ୍ରାମରେ ୪ ଡିସିମିଲ ଲେଖାଏଁ ଜାଗା ପ୍ରଦାନ କରାଯିବ । ସେଥିରେ ସେମାନେ ଆବାସ ଯୋଜନାରେ ଘର କରି ରୁହନ୍ତୁ ବୋଲି ପ୍ରସ୍ତାବ ଦେଇଥିଲେ । ହେଲେ ଏମାନେ ନିଜ ପୂର୍ବ ପୁରୁଷରୁ ରହି ଆସିଥିବା ଜଙ୍ଗଲ ଜମି ଜାଗା ଛାଡି ଅନ୍ୟତ୍ର ରହିବା ପାଇଁ ନାରାଜ ଅଛନ୍ତି । ସେମାନଙ୍କ ଦାବୀ ସେମାନେ ରହି ଆସୁଥିବା ଜଙ୍ଗଲ ଜମିର ପଟ୍ଟା ସରକାର ଦିଅନ୍ତୁ ସେଠାରେ ସେମାନେ ଆବାସ ଯୋଜନାରେ ଘର କରି ରହିବେ ବୋଲି । ଏଥିପାଇଁ ଗରୁବାର ସିପିଆଇଏମଏଲର ଜିଲ୍ଲା ସାଧାରଣ ସମ୍ପାଦକ ସଂଗ୍ରାମୀ ନେତା କେଶବ ପଧାନ ଓ ସହ ସମ୍ପାଦକ ଦୟାସାଗର ନାଏକଙ୍କ ନେତୃତ୍ୱରେ 
 ୧୦୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ନର୍ଲା ବ୍ଲକ କୁ ଆସି ସେମାନେ ରହୁଥିବା ଜାଗାର ଜଙ୍ଗଲ ଜମି ଆଇନ ଅନୁଯାୟୀ ପଟ୍ଟା ପ୍ରଦାନ କରାଯାଉ ଏବଂ ଆବାସ ଯୋଜନାରେ ଘର ପ୍ରଦାନ କରାଯାଉ ବୋଲି ନର୍ଲା ବିଡିଓ ବିପିନ ବିହାରୀ ଦୀପଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀ ପ୍ରତ୍ର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like