-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲଠାରେ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ

19-Sep-2025



ଡୁଙ୍ଗୁରିପାଲି, ତା ୧୯/୯(ପ୍ରେରଣା ଖବର):ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତ ସଭାପତିତ୍ବରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର "କ୍ୱାଣ୍ଟମ ଯୁଗର  ଶୁଭାରମ୍ଭ - ସମ୍ଭାବନା ଓ ଆହ୍ବାନ" ଅନୁଷ୍ଠିତ  ହୋଇଯାଇଛି । ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା  କରିଥିଲେ। ଗଣିତ  ଶିକ୍ଷକ ମନୋଜ କୁମାର ପୂଜାରୀ ଓ  ବିଜ୍ଞାନ ଶିକ୍ଷକ କିରଣ କୁମାର ପଟେଲ ବିଚାରକ ଭାବରେ ଯୋଗଦାନ କରି ପ୍ରତିଯୋଗୀ ମଧ୍ୟରୁ ଦଶମ ଶ୍ରେଣୀର ପୂଜାରଣୀ ଦିପଙ୍କୁ ବ୍ଲକ୍ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ମନୋନୀତ କରିଥିଲେ। ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ପୂଜାରଣୀ ଦୀପ, ଝରଣା ସାହୁ, କରିସ୍ମା , ଅନୁପମା, ଅଯୁଶୀ, ସୀତା, ବିକାଶ,ଶ୍ରୀତମ, ଆଦିତ୍ୟ ନିଜ ନିଜ ପାୱାର ପଏଣ୍ଟ ପ୍ରଦର୍ଶନ କରି ଆଲୋଚନା ଚକ୍ରରେ ଭାଗ ନେଇଥିଲେ ।

ଶିକ୍ଷକ ଚିନ୍ମୟ କୁମାର ଦାସ  ଏହି ଅବସରରେ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।  କାର୍ଯ୍ୟକ୍ରମକୁ ରାଜୁ ମେହେର, ସଞ୍ଜୀବ ଖମାରୀ, ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ସୋଭାଗିନି ସାହୁ, ସୂର୍ଯ୍ୟକାନ୍ତି କାଣ୍ଡ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like