-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ବିଶେଷ

ଝିଅର ମୃତ୍ୟୁକୁ ନେଇ ସନ୍ଦିଗ୍ଧ ଯୁବକଙ୍କ ନାଁ କହିଲେ ଝରାଫୁଲଙ୍କ ବାପା

28-Jan-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ) : ଭୁବନେଶ୍ୱର ରମା ଦେବୀ କଲେଜ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ଗୋଟିଏ ପରେ ଗୋଟିଏ ପରଦା ହଟୁଛି। ନିଖୋଜ ଛାତ୍ରୀଙ୍କ ମୃତ ଦେହ ରହସ୍ୟଜନକ ଭାବେ ରାସ୍ତାକଡ଼ରୁ ମୃତଦେହ ମିଳିବା ପରେ ଏହା ଏକ ହତ୍ୟା ଘଟଣା ବୋଲି ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ଛାନଭିନ କରିବା ପରେ ଗତକାଲି ସିସିଟିଭି ଫୁଟେଜରୁ ୨ ଜଣ ସ୍କୁଟି‌ରେ ମୃତଦେହକୁ ନେଉଥିବାର ଦୃଶ୍ୟ ଦେଖିବାକୁ ପାଇଥିଲେ।

ଆଜି ଦୁଇ ଯୁବକଙ୍କୁ ଚିହ୍ନଟ କରିଥିଲା ପୋଲିସ। ଯାଜପୁର ଏସ୍‌ପି ଏ ନେଇ ସୂଚନା ଦେଇ  କହିଥିଲେ,  ରମାଦେବୀ କଲେଜରେ ଯୁକ୍ତି ୩ ପଢୁଥିବା ଛାତ୍ରୀଙ୍କ ମୃତ ଦେହ ମୂଳପାଳ ନିକଟରୁ ମିଳିଥିଲା। ସେ ନିଖୋଜ ଥିବା ତାଙ୍କ ବାପା କହିଥିଲେ। ତେବେ ପୋଲିସ ଅଭିଯୁକ୍ତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇ ନାହିଁ।
ଅନ୍ୟପକ୍ଷେ ମୃତ ଛାତ୍ରୀ ଝରାଫୁଲଙ୍କ ବାପା ଝିଅର ମୃତ୍ୟୁକୁ ନେଇ ମୁହଁ ଖୋଲିଛନ୍ତି। ସେ ଜଣେ ଯୁବକଙ୍କୁ ସନ୍ଦେହ କରୁଥିବା କହିଛନ୍ତି।   ଝରାଫୁଲର ରାକେଶ ସ୍ୱାଇଁ ନାମକ ଜଣେ ଯୁବକଙ୍କ ସହ ସଂପର୍କ ଥିଲା । ତେଣୁ ଝିଅର ମୃତ୍ୟୁ ପାଇଁ ରାକେଶକୁ ସନ୍ଦେହ କରାଯାଉଥିବା ତାଙ୍କ ବାପା ରମାକାନ୍ତ ନାୟକ OTVକୁ ପ୍ରତିକ୍ରିୟା ଦେଇ କହିଛନ୍ତି।
ସେ କହିଛନ୍ତି, ୨୪ ତାରିଖ ସନ୍ଧ୍ୟା ୫ଟାରେ ଝିଅ ମହୁଲଡିହାରୁ ଭୁବନେଶ୍ୱର ଆସିଥିଲା ଜଣେ ବନ୍ଧୁଙ୍କ ଝିଅ ଜନ୍ମଦିନ ପାର୍ଟିରେ ଯୋଗ ଦେବା ପାଇଁ । ୨୬ ତାରିଖରେ ଝିଅ ସାଙ୍ଗ ସୋନାଲିଙ୍କ ଘରେ ଥିବା କହିଥିଲା । ସେହିଦିନ ରାତି ୧୧ଟାରେ ବସ୍‌ରେ ଘରକୁ ଫେରୁଥିବା ଝିଅ ଫୋନରେ କହିଥିବା ତାଙ୍କ ବାପା ସୂଚନା ଦେଇଛନ୍ତି।
ସୂଚନାଥାଉ କି, ଝରାଫୁଲଙ୍କ ମୋବାଇଲ କଲ୍‌ ରେକର୍ଡକୁ ନେଇ ଯାଜପୁର କୁଆଖିଆ ପୋଲିସ୍ ଏବେ‌ ଖୋଳତାଡ଼ ଆରମ୍ଭ କରିଛି। ଏହାସହ ତାଙ୍କର ଶେଷ ମେସେଜ୍‌କୁ ବି ନେଇ ତନାଘନା ଆରମ୍ଭ ହୋଇଯାଇଛି। ଝରାଫୁଲ ଏବଂ ତାଙ୍କ ଭାଇଙ୍କ ମଧ୍ୟରେ ଶେଷଥର ପାଇଁ ହୋଇଥିବା ଚାଟିଂ ଏବେ ସାମ୍ନାକୁ ଆସିଛି। ଏଥିରେ ଝରାଫୁଲ ତାଙ୍କ ଭାଇଙ୍କୁ ରିପ୍ଲାଏ ଦେଇ ଲେଖିଛନ୍ତି ଯେ ସେ ଠିକ୍ ଅଛନ୍ତି, ନେଟୱାର୍କ ପ୍ରୋବ୍‌ଲେମ୍ ରହୁଛି। ସାଙ୍ଗ ସୋନାଲିଙ୍କ ଘରେ ଅଛି। ତେବେ କିଏ ଏହି ସୋନାଲି ? ତାଙ୍କୁ ନେଇ ସସ୍‌ପେନ୍ସ ଲାଗି ରହିଛି।
ଅନ୍ୟପଟେ ଛାତ୍ରୀ ଝରାଫୁଲ ଯେଉଁ ବସ୍‌ରେ ଯାଉଥିଲେ, ସେହି ବସ୍‌ର କଣ୍ଡକ୍ଟର କହିଛନ୍ତି,  ଜୟଦେବ ବିହାରରୁ ଛାତ୍ରୀ ଜଣଙ୍କ ବସ୍‌ରେ ଏକା ଚଢ଼ିଥିଲେ ଏବଂ ସତ୍‌ସଙ୍ଗ ବିହାରରେ ଏକ ଜିନିଷ ରହିଯାଇଥିବା କହି ଓହ୍ଲାଇ ପଡ଼ିଥିଲେ। ତେବେ କେମିତି ଝରାଫୁଲଙ୍କ ମୃତ୍ୟୁ ଘଟିଲା ? କିଏ ତାଙ୍କୁ ହତ୍ୟା କରିଛି କି ? ଯଦି କରିଛି ହତ୍ୟା ପଛର ଉଦ୍ଦେଶ୍ୟ କ’ଣ ? ଏମିତି ଅନେକ ପ୍ରଶ୍ନ ସମସ୍ତଙ୍କ ମନକୁ ଆନ୍ଦୋଳିତ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like