-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ସ୍ଵର୍ଗତ ମନୋରମା ଙ୍କ ୪ ର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ

19-Sep-2025



ଆଠଗଡ(ପ୍ରେରଣା ଖବର): ଡକ୍ଟର ରାଧାନାଥ ରଥ ସ୍ମୃତି କମିଟି ପକ୍ଷରୁ ଶିକ୍ଷାବିତ୍, ସାହିତ୍ୟିକା , ଦୈନିକ ସମ୍ବାଦପତ୍ର ସମାଜ ର ସମ୍ପାଦିକା ଓ ସମାଜସେବୀ  ସ୍ଵର୍ଗତ ଡକ୍ଟର ମନୋରମା ମହାପାତ୍ର ଙ୍କ ଚତୁର୍ଥ ବାର୍ଷିକୀ ଶ୍ରାଦ୍ଧ ବାର୍ଷିକୀ ଜନ୍ମମାଟି ଆଠଗଡ ରେ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଡକ୍ଟର ରାଧାନାଥ ରଥ ସ୍ମୃତି କମିଟି ପକ୍ଷରୁ ଗୋପବନ୍ଧୁ ମହିଳା ମହାବିଦ୍ୟାଳୟ ସଭାଗୃହରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା।ସ୍ମୃତି କମିଟି ର ସଭାପତି ଆଇନୀଜିବି ଅଶୋକ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଆଠଗଡ ର ପୂର୍ବତନ ଉପଜିଲ୍ଲାପାଳ ତ୍ରିଲୋଚନ ପ୍ରଧାନ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ପୂର୍ବତନ ଆଠ ଗଡ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ବାଇଁ,ଗୋପବନ୍ଧୁ ମହିଳା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷା ଶ୍ରୀମତୀ ସଂଗୀତା ମହାପାତ୍ର,ଗୋପବନ୍ଧୁ ମହିଳା କନିଷ୍ଠ ମହାବିଦ୍ୟାଳୟ ର ଅଧ୍ୟକ୍ଷା ଶ୍ରୀମତୀ  ସଂଯୁକ୍ତା ମହାପାତ୍ର ଓ ମୁଖ୍ୟବକ୍ତା ଭାବେ ଅଧ୍ୟାପକ ନାରାୟଣ ପଣ୍ଡା ଯୋଗଦେଇଥିଲେ।ପ୍ରଥମେ ଅତିଥିମାନେ ମହାବିଦ୍ୟାଳୟ ପରିସରରେ ଥିବା ସ୍ଵର୍ଗତ ମନୋରମା ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।ସଭା ଆରମ୍ଭ ରେ ସ୍ଵର୍ଗତ ମନୋରମାଙ୍କ ଉପରେ  କବି ରାଧାନାଥ ଦାସଙ୍କ ରଚିତ ଆବହ ସଙ୍ଗୀତ ଗାନ କରାଯାଇଥିଲା।ଅତିଥିମାନେ ସ୍ଵର୍ଗତ ମନୋରମା ଙ୍କ ତୈଳ ଚିତ୍ର ରେ ପ୍ରଦୀପ ପ୍ରଜ୍ବଳନ କରିଥିଲେ।ସାମ୍ବାଦିକ ଶ୍ୱେତକାନ୍ତ ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ।ଅତିଥି ମାନେ ସ୍ଵର୍ଗତ ମନୋରମା ଙ୍କ ଗୁଣାବଳି ବର୍ଣ୍ଣନା କରି ଆଠଗଡ ମାଟିର ସୁଯୋଗ୍ୟ ସନ୍ତାନ ସ୍ଵର୍ଗତ ରାଧାନାଥ ଙ୍କ ସେ ଜଣେ ସୁଯୋଗ୍ୟ ଦାୟାଦ ବୋଲି ମତବ୍ୟକ୍ତ କରୁଥିଲେ।ସାମ୍ବାଦିକ ସୁଧିରଞ୍ଜନ ଦାସ ଧନ୍ୟବାଦ୍ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like