-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶାର ବିଶିଷ୍ଟ ମୃଦଙ୍ଗ ବାଦକଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀ ଓ ସମ୍ବର୍ଦ୍ଧନା ସଭା

20-Sep-2025



 ବରଗଡ ଜିଲ୍ଲା ବିଜେପୁର ବ୍ଲକ୍ ଅନ୍ତର୍ଗତ ପାର୍ବତୀ  ଗିରି ବୃଦ୍ଧାଶ୍ରମ, ସମଲାଇପଦର ରେ ସ୍ବର୍ଗତ ଭିଖାରୀ ଚରଣ ମିଶ୍ର ଓ ତାଙ୍କ ଧର୍ମପତ୍ନୀ ସ୍ୱର୍ଗତ ସୁବର୍ଣ୍ଣ ମିଶ୍ରଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି।ଆଶ୍ରମ ର ଅନ୍ତେବାସୀ, ଗ୍ରାମର ସଙ୍କୀର୍ତ୍ତନ ମଣ୍ଡଳୀଙ୍କ ଉପସ୍ଥିତିରେ ସ୍ଥାନୀୟ ତହସିଲଦାର୍  ମୁକ୍ତେଶ୍ଵର ପାଣଗ୍ରାହୀ,ସାମ୍ବାଦିକ ନବୀନ କୁମାର ଦାଶ, ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ ଯୋଗ ଦେଇ ଦିବଂଗତ ଆତ୍ମା

ଙ୍କର ସଦଗତି ନିମନ୍ତେ ଭକ୍ତି ପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।ସର୍ବ ପ୍ରଥମେ ସ୍ବର୍ଗତ ମିଶ୍ରଙ୍କ  ପୁତ୍ର ଆକାଶ ପ୍ରସାଦ ମିଶ୍ର, ପୁତ୍ରବଧୂ ଅନୁସୁୟା ଦେବତା,  କାମାରୀ ପ୍ରସାଦ ମିଶ୍ର ଓ ପୁତ୍ରବଧୂ ଲିଲି ମିଶ୍ର  ଦିବଂଗତ ଆତ୍ମା ଙ୍କ ତୈଳ ଫଟୋ ଚିତ୍ରରେ ଧୂପ ଦ୍ଵୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପ ମାଲ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଅନ୍ତେବାସୀ ଙ୍କ ପାଦ ଧୌତ ପୂର୍ବକ ଫୁଲ, ଚନ୍ଦନ ଦେଇ ଅଙ୍ଗ ବସ୍ତ୍ର ପ୍ରଦାନ କରି ଆଶୀର୍ବାଦ ଭିକ୍ଷା କରିଥିଲେ।ସ୍ବର୍ଗତ ମିଶ୍ର  ଆଜି ନାହାନ୍ତି , କିନ୍ତୁ   ଏବେ ବି  ସେ ଅଞ୍ଚଳ ର କଳାକାର ମାନଙ୍କ ହୃଦୟରେ ବଞ୍ଚିରହିଛନ୍ତି ।

ଜଣେ ସୁପରିଚିତ କଳାକାର,ଜଣେ ଆଦର୍ଶ କର୍ତ୍ତବ୍ୟ ଶିକ୍ଷକ ଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଏବଂ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ରେ ଦ୍ଵିତୀୟ କୃଷ୍ଣ ଭୂମିକାରେ ଅଭିନୟ କରି  ସ୍ବର୍ଗତ ମିଶ୍ର  ତାଙ୍କର ନିପୁଣ କଳାକାରିତା ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ଆତ୍ମାର ସଦଗତି ନିମନ୍ତେ ନୀରବ  ପ୍ରାର୍ଥନା କରାଯାଇଥିଲା । ତାଙ୍କର ପୁତ୍ରବଧୂ ଶ୍ରୀମତୀ ଦେବତା ତାଙ୍କର ସ୍ମୃତିଚାରଣ କରି କଳା ଓ ଶିକ୍ଷା ର ଅନ୍ୟତମ ପୂଜାରୀ ଥିଲେ ବୋଲି କହିଥିଲେ । ଏହି  ଅବସରରେ ଆଜି ଚାରି ଜଣ ସଙ୍କୀର୍ତ୍ତନ କଳାକାର ବାହାକ ବିରେନ୍ଦ୍ର ମଲ୍ଲିକ,ଗାୟକ ଜୟସିଂ ସାହୁ,ଭୁବନ ଭୁଏ, ସମଲାଇ ପଦର୍ ଉପର ପଡା ସଙ୍କୀର୍ତ୍ତନ ଦଳ ପ୍ରମୁଖ ଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସଙ୍କୀର୍ତ୍ତନ "କଳା ସମ୍ମାନ" ରେ ସମ୍ବର୍ଦ୍ଧିତ କରାଯାଇଥିଲା।ସଙ୍କୀର୍ତ୍ତନ ଦଳ ମାନଙ୍କ ଦ୍ଵାରା ସଙ୍କୀର୍ତ୍ତନ ପରିବେଷଣ କରାଯାଇଥିଲା । ହେବା ସହ ପରିଶେଷରେ ଅନ୍ତେବାସୀ ଙ୍କ ସହ ସମସ୍ତେ ଅନ୍ନ ପ୍ରସାଦ ଗ୍ରହଣ କରି ସୁଭାଷିର୍ବାଦ ନେଇଥିଲେ।

ରିପୋର୍ଟ; ଆକାଶ ମିଶ୍ର 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like