-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସଇଁତଲା ବ୍ଲକର ୧୪ବର୍ଷରୁ କମ ଓ ୧୭ ବର୍ଷରୁ କମ ବାଳକବାଳିକାଙ୍କ ବିଦ୍ୟାଳୟସ୍ତରୀୟ ସ୍କୁଲ ସମୂହ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

20-Sep-2025



ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକର ୧୪ବର୍ଷରୁ କମ ଓ ୧୭ ବର୍ଷରୁ କମ ବାଳକବାଳିକାଙ୍କ ବିଦ୍ୟାଳୟସ୍ତରୀୟ ସ୍କୁଲ ସମୂହ କ୍ରୀଡା ପ୍ରତିଯୋଗିତା ଉଦଘାଟିତ ହୋଇ ଯାଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ଅଭିମନ୍ୟୁ ସାହୁଙ୍କ ସଭାପତିତ୍ୱ ଓ ବ୍ଲକ ସମ୍ପାଦିକା ଶ୍ରୀମତୀ ରଞ୍ଜିତା ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି  ଭାବରେ ବିପିନ ବିହାରୀ ସାହୁ   ଯୋଗ ଦେବା ସହ  ବ୍ଲକର ୪ଟି ଜୋନ ର ଜୋନାଲ ସଭାପତି କେରମେଲୀର ପ୍ରଧାନଶିକ୍ଷକ ତଥା ଜୋନ ସଭାପତି ସରୋଜ କୁମାର ମିଶ୍ର, କଁସର ଜୋନ ର ସଭାପତି ତଥା ପ୍ରଧାନଶିକ୍ଷକ ଘନଶ୍ୟାମ ଦଣ୍ଡସେନା,  ଟିକ୍ରାପଡ଼ା ଜୋନର ସଭାପତି ତଥା ପ୍ରଧାନଶିକ୍ଷକ ଭୀମସେନ ଦେହେରୀ ସମ୍ମାନିତ ଅତିଥି ଭାବରେ ମଂଚାସୀନ ଥିବା ସହ ଏମାନଙ୍କୁ ବ୍ଲକର ଖେଳ ଶିକ୍ଷକ ମାନଙ୍କ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତରଫରୁ ଜୋନ କାର୍ଯ୍ୟକ୍ରମକୁ ସମ୍ପୂର୍ଣ ସହଯୋଗ କରି ବହୁତ ସୁନ୍ଦର ଭାବରେ ସବୁ ଖେଳ କୁ ପରିଚାଳନା କରୁଥିବାରୁ ସମ୍ମାନିତ କରାଯାଇଥିଲା l  ସଭାରେ ସମସ୍ତ ଅତିଥି ଖେଳ ର ମହତ ଓ ଉପକାରିତା ବିଷୟରେ ଖେଳାଳି ମାନଙ୍କୁ ବୁଝାଇ ଥୀଲେ, ବ୍ଲକ ପତାକା ଉତ୍ତାଳନ କରି ଖେଳ କୁ ଆରମ୍ଭ କରି ଥୀଲେ, ଏହି ଖେଳରେ ୪ଟି ଜୋନରୁ ୧୦୦  ଖେଳାଳି ଓ ୨୫ ଜଣ ଖେଳ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗଦାନ କରିଥିଲେ, ଏଥି ମଧ୍ୟ ରୁ ଅକ୍ଟୋବର ୧୫,୧୬,୧୭ ତାରିଖରେ ସଇଁତଲା ବ୍ଲକ ର ବେଲଗାଁ ରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତାରେ ଭାଗ ନେବା ପାଇଁ ସବୁ ବିଭାଗରୁ ୨୫ ଜଣ ଖେଳାଳିଙ୍କୁ ଚୟନ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମ କୁ ବ୍ଲକ ର ସମସ୍ତ ଖେଳ ଶିକ୍ଷକ ଓ ଶିକ୍ଷୟତ୍ରୀ ପରିଚାଳନା କରିଥିବା ବେଳେ ଘୁନସାର ବିଦ୍ୟାଳୟ ର ସମସ୍ତ ସହକର୍ମୀଙ୍କ ପରିଶ୍ରମ ଓ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।  ବ୍ଲକ ସମ୍ପାଦିକା ରଞ୍ଜିତା ମିଶ୍ର ସ୍ୱାଗତ କରିବା ବେଳେ ସ୍ଥାନୀୟ ବିଦ୍ୟାଳୟର ସହକାରୀ ଶିକ୍ଷକ ରାଜେନ୍ଦ୍ର ବେରିଆ ସାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like