-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ତରଫରୁ ସଂପାନ ଅନୁଷ୍ଠିତ

20-Sep-2025



ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ 

 ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ତରଫରୁ ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସଂପାନ ଅନୁଷ୍ଠିତ ହୋଇଯାଇଛି। ଏହି ସଂପାନରେ ଆଲୋଚକ ଭାବେ ସାରଲା ମହାବିଦ୍ୟାଳୟ(ଜଗତସିଂହପୁର) ର ଅଧ୍ୟାପିକା ସୁଶ୍ରୀ ଅନ୍ନପୂର୍ଣ୍ଣା ପଣ୍ଡା ଏବଂ ଆଞ୍ଚଳିକ ଶିକ୍ଷାକେନ୍ଦ୍ର ଭୁବନେଶ୍ଵରର ଅଧ୍ୟାପକ ଆକାଶ ମେହେର ଯୋଗଦାନ କରି ବେଦାନ୍ତ ଦର୍ଶନ ଶାସ୍ତ୍ର ଉପରେ ଆଲୋଚନା କରିଥିଲେ । ପ୍ରଥମେ ମାଁ

ସରସ୍ବତୀଙ୍କ ଠାରେ ପ୍ରଦୀପ ପ୍ରଜ୍ବଳନ ପରେ ବିଭାଗୀୟ ମୂଖ୍ୟ ଶ୍ରୀ ଶୈଳେଶ ସତପଥି ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହ ତାଙ୍କୁ ବିଭାଗ ତରଫରୁ ସମ୍ବର୍ଦ୍ଧିତ କରିଥିଲେ. ବିଭାଗୀୟ ଅଧ୍ୟାପିକା ସୁଶ୍ରୀ ଗୋପିକା ଦାଶ ବେଦାନ୍ତ ଦର୍ଶନ ଉପରେ ସମ୍ୟକ୍ ଧାରଣା ପ୍ରଦାନ କରିଥିଲେ । ଆଲୋଚନା

ପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ଆଗ୍ରହର ସହ ଛାତ୍ରଛାତ୍ରୀ ମାନେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ପରିଶେଷରେ ବିଭାଗୀୟ ଅଧ୍ୟାପିକା ଶ୍ରୀମତୀ ମଧୁସ୍ମିତା ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ. ଛାତ୍ରୀ ସୀତା ଜାଲ୍ ମଞ୍ଚ ପରିଚାଳନା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଛାତ୍ରୀ ମେଘା ପାଣ୍ଡେ ଏବଂ ସାଥି ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ସମସ୍ତ କମିଚାରୀ ଏବଂ ଶିକ୍ଷା ବିଭାଗର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like