-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୃଦ୍ଧାକୁ ହତ୍ୟା ମାଲଲାରେ ୨ ଜଣକୁ କୋର୍ଟ ଚାଲାଣ

20-Sep-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)- ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଟୁନିଆମୁଣ୍ଡା ଗ୍ରାମରେ ଗତକାଲି ଏକ ବୃଦ୍ଧାଙ୍କୁ କବାଟରେ ଠେଲି ହତ୍ୟା କରାଯାଇଥିବା ଘଟଣା ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହୋଇଥିଲା । ମିଳିଥିବା ସୂଚନା ଅନୁସାରେ ଉକ୍ତ ଗ୍ରାମର ଦୁଇ ଯୁଆଡ଼ି ପରିବାର ମଧ୍ୟରେ ଆଗରୁ ଜମିବାଡିକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ରହିଥିଲା । ଗତକାଲି ଏକ କୁକୁଡ଼ା ସାବିତ୍ରୀ ଯୁଆଡ଼ି ଙ୍କ ବାଡିକୁ ଚାଲିଆସିଥିଲେ । ଏହି ସମୟରେ ଦାନ୍ତକାଠି କରୁଥିବା ସାବିତ୍ରୀ କୁକୁଡାକୁ ଘଉଡ଼ାଇ ଦେଇଥିଲେ । ଏହାକୁ ନେଇ ଗେଡି ଜୁଆଡିଙ୍କ ପରିବାରର ସଦସ୍ୟମାନେ ସାହିତ୍ରୀ ଘରକୁ ଚାଲି ଆସି  ଗାଳି ଗୁଲଜ କରିଥିଲେ ।  ଝଗଡାକୁ ବନ୍ଦ କରିବାକୁ ଯାଇ ସାବିତ୍ରୀ କବାଟକୁ ବନ୍ଦ କରିଦେଇଥିଲେ । ଏହି ସମୟରେ ଗେଡି ଜୁଆଳି (୮୦) ତାଙ୍କ ପୁଅ ପ୍ରହଲ୍ଲାଦ ଜୁଆଳି (୪୫) କବାଟକୁ ଠେଲି ଦେଇଥିଲେ । କବାଟ ପଛରେ ଥିବା ସାବିତ୍ରୀ ଜୁଆଳି(୭୫) ତଳେ ପଡି ଯାଇଥିଲେ । ସେ ସଂଜ୍ଞାହୀନ ହେବାରୁ ପରିବାର ଲୋକେ ଡୁଙ୍ଗୁରିପାଲି ଡାକ୍ତରଖାନା ଆଣି ଥିଲେ ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏଥିପାଇଁ ମୃତ ସାବିତ୍ରୀର ପୁଅ ନିର୍ମଳ ସୁଆତି ଗେଡି ଯୁଆଡ଼ି, ତାଙ୍କ ପୁଅ ପ୍ରହଲ୍ଲାଦ ଯୁଆଡ଼ି ଏବଂ ପରିବାରର ଅନ୍ୟମାନଙ୍କ ନାମରେ ଥାନା ରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭି" କରି ଥାନା ଅଧିକାରୀ ରୋଜାଲିନ ପଟେଲ ୧୬୭/ ୨୦୨୫ରେ ଏକ ମାମଲା ରଜୁ କରି ତଦନ୍ତ ଜାରି ରଖୁଥିଲେ । ଉଭୟ ବାପପୁଅ ଗେଡି ଏବଂ ପ୍ରହଲ୍ଲାଦକୁ ଥାନାରେ ଗତକାଲିଠାରୁ ଅଟକ ରଖୁଥିଲେ । ଶବ ଜବତ କରି ଆଜି ବ୍ୟବଚ୍ଛେଦ ପାଇଁ ବିନିକା ପଠାଇଥୁବା ବେଳେ ଉଭୟ ବାପପୁଅକୁ ଆଜି ଡୁଙ୍ଗୁରିପାଲି ଗ୍ରାମନ୍ୟାୟାଳୟକୁ ପଠାଇଥିଲେ । କାମିନ ନାମଞ୍ଜୁର ହେବାରୁ  ବିଚାର ବିରଗୀୟ କୋର୍ଟ କୁ ପଠାଇ ଦିଆଯାଇଛି । ଆଗରୁ ଜମି ବାଢିକୁ ନେଇ ଉଭୟ ପରିବାର ମଧ୍ୟରେ ମନୋମାଳିନ୍ୟ ଠିକ୍ ନଥୁବା ଜଣାଯାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like