-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ସଫେଇ ମିତ୍ର ସୁରକ୍ଷା ଶିବିର ଅନୁଷ୍ଠିତ

20-Sep-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ପରିସର ମଧ୍ୟରେ ସଫେଇ ମିତ୍ର ସୁରକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ବି ଆର ସି ଅଂଶୁମାନ ଦେବବାବୁ ଙ୍କ ତତ୍ୱାବଧାନ ରେ ସ୍ୱଚ୍ଛ ତା ରେ ଶ୍ରମ ଦିବସ ତଥା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ରେ ସ୍ୱଚ୍ଛ ତା ମିଶନ ଗାଡ଼ି ର ଡ଼୍ରାଇଭର ଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଥିଲା ଓ ସ୍ବଚ୍ଛତା ପାଇ ବ୍ଲକ ସଭା ଗୃହରେ ଏକ ଦିବସୀୟ କର୍ମଶାଲା ଶିବିର ଅନୁଷ୍ଠିତ ହୋଇ ଥିଲା l ଆଜିର ସ୍ୱଚ୍ଛ ତା ହିଁ ସେବା ଓ ଶ୍ରମ ଦିବସ ରେ ବ୍ଲକ ପରିସର ମଧ୍ୟରେ ଥିବା ଅଳିଆ ଆବର୍ଜନା,  ଲଟ। , ବୁଦ। କୁ ବ୍ଲକ ଓ ପଂଚାୟତ କର୍ମଚାରୀ , ସରକାରୀ , ବେସରକାରୀ କର୍ମଚାରୀ ଓ ବିଜେପି ର କର୍ମକର୍ତ୍ତା ଗଣ ମିଶି ସଫେଇ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଏ ଏ ଇ ସମ୍ମିତ କୁମାର ବିଶ୍ବାଳ , ଜଳ ସମ୍ପଦ କନିଷ୍ଠ ଯନ୍ତ୍ରୀ ଦୁର୍ଗା ପ୍ରସାଦ ମିଶ୍ର , ସୁନିଲ ସାହୁ , ଏ ପି ଓ ଜଗତ ଜୀତା ସେଠୀ , ପି ଇ ଓ ଜ୍ଞାନରଂଜନ ଦାସ , ଗୁଣ ନିଧି ଦଂଶନ। , ଅଲି ବାରିକ , ରୀକିତା ରାଣୀ ପଟ୍ଟନାୟକ , ପ୍ରବୀଣ ପାଣିଗ୍ରାହୀ , ବରୁଣ ଥାନାପତି , ବିଧାୟକ ପ୍ରତିନିଧି ପିତାମ୍ବର କଣ୍ଟା , ଜ୍ଞାନ ରଂଜନ ସ।, ସୁଶାନ୍ତ ମହାକୁର , ଓ ଏ ଡି ଓ ମନୋଜ ଦାସ , ଦୟାନିଧି ମେହେର , ଗୋପାଳ ଶଙ୍କର ପୁରୋହିତ , ରୋହିତ ବାରିକ , ବିଜୟ କୁମାର ଦାସ ପ୍ରମୁଖ ଯୋଗଦେଇ ଥିଲେ । ଏହା ସହିତ ଏହି ଶିବିର ରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଥିଲା । ଉକ୍ତ ସ୍ବାସ୍ଥ୍ୟ ପରୀକ୍ଷା ରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ରେ ନିୟୋଜିତ ସ୍ୱଚ୍ଛ ମିଶନ ରେ ଗାଡି ଡ୍ରାଇଭର ଙ୍କୁ ଡ୍ରେସ, ହେଣ୍ଡ ଗ୍ଲୋବ ବଣ୍ଟନ କରାଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like