-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ମନୋରମା ମହାପାତ୍ରଙ୍କ ସ୍ମୃତି ସଭା

20-Sep-2025



କଟକ(ପ୍ରେରଣା ଖବର): ପ୍ରବୀଣ ସାରସ୍ୱତ ସାଧିକା, ସମାଜସେବିକା ଓ ଶିକ୍ଷାବିତ ମନୋରମା ମହାପାତ୍ର ଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଆଜି ସନ୍ଧ୍ୟା ରେ ଗାନ୍ଧୀ ଭବନ ଠାରେ ଏକ ମିଳିତ ସ୍ମୃତି ସଭା ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇ ଡ଼ଃ ମହାପାତ୍ରଙ୍କ ସାହିତ୍ୟ କୃତୀ, ନିସ୍ଵାର୍ଥପର ଜନ ସେବା ଓ ଉନ୍ନତମାନର

ଶିକ୍ଷାଦାନ ଉପରେ ଆଲୋକ ପାତ କରିଥିଲେ l
   ସିଏମସି ମେୟର ସୁବାଷ ସିଂହ ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କଟକ ରେ ମନୋରମା ଦେବୀ ଙ୍କ ସ୍ଥାୟୀ ସ୍ମୃତି ରକ୍ଷା ପାଇଁ ପଦକ୍ଷପ ଗ୍ରହଣ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ l ବରିଷ୍ଠ ସାମ୍ବାଦିକ ଡ଼ଃ ସତ୍ୟ ରାୟଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ସଭାରେ ଡାକ୍ତର ସିନ୍ଧୁ ନନ୍ଦିନୀ ତ୍ରିପାଠୀ, ବିଶିଷ୍ଟ ସାମାଜିକ କର୍ମୀ ଚିତ୍ତରଞ୍ଜନ ମହାନ୍ତି, ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ଡ଼ଃ ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ, ଡ଼ଃ ଆଶୁତୋଷ ଦେବତା, ଡ଼ଃ ସୁରେଖା ସୁନ୍ଦରୀ ସ୍ୱାଇଁ, ସାମ୍ବାଦିକ ଅରବିନ୍ଦ

ରାଉତ ରାୟ, ପଣ୍ଡିତ ରଞ୍ଜନ ମହାପାତ୍ର, ବ୍ରଜ ନନ୍ଦ, ମୁରଲୀ ଧର ଶତପଥୀ, ମୀରା ବେଉରା, ଶରତ ଶତପଥୀ, ମହିଜା ଦଳ ବେହେରା, ଇନ୍ଦିରା ଅରୋରା, କିଶୋର ଚନ୍ଦ୍ର ଦାସ ପ୍ରମୁଖ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ. ଆସନ୍ତା ବର୍ଷ ଠାରୁ ରାଜ୍ୟର ଜଣେ ବିଶିଷ୍ଟ ସାହିତ୍ୟିକ ଓ ସମାଜ ସେବୀ ଙ୍କୁ ମନୋରମା ମହାପାତ୍ର ସ୍ମାରକୀ ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like