-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବୁଲା ଗାଇ ଗୋରୁଙ୍କ ମାଲିକଙ୍କୁ ସଚେତନ କଲା ପ୍ରଶାସନ* *ରାସ୍ତା ଉପରକୁ ଆସିଲେ କାଞ୍ଜି ହାଉସ ରେ ଭର୍ତ୍ତି କରାଯିବ*

20-Sep-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ପୌର ପରିଷଦର ସୋନପୁର ସହରର ସମସ୍ତ ମୁଖ୍ୟ ରାସ୍ତା ତଥା ଗଳି ମାନଙ୍କରେ ବୁଲୁଥିବା ଗାଈ ଗୋରୁ ମାନଙ୍କୁ କାଞ୍ଜିଆ ହୋଦାରେ ଭର୍ତ୍ତି କରିବା ପୂର୍ବରୁ ବୁଲା ଗାଈ ଗୋରୁଙ୍କ ମାଲିକ ମାନଙ୍କ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ସହର ର ନଳିନୀ ଛକ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ପୌର ପରିଷଦ ନିର୍ବାହୀ ଅଧିକାରୀ ୠଷି ମାଝୀ, ଆର ଟି ଓ ଅକ୍ଷୟ ଜେନା , ପି ଏଚ ଡି ଆସିଷ୍ଟାଣ୍ଟ ଏକ୍ସିକୁଟିଭ ଇଞ୍ଜିନିୟର ଶ୍ରୀ ମୂର୍ତ୍ତୀ, ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ ସହରର ବିଭିନ୍ନ ସ୍ବେଛାସେବୀ, ବୁଦ୍ଧିଜୀବୀ ସମେତ ପୌର ପରିଷଦର କର୍ମଚାରୀ ତଥା ସୋନପୁର ସହରର ଜନସାଧାରଣ ଉପସ୍ଥିତ ଥିଲେ l ଏହି ଅବସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ସୋନପୁର ସହରରେ ବୁଲା ଗାଈଗୋରୁ ମାନଙ୍କ ମାଲିକ ମାନଙ୍କୁ ଅନୁରୋଧ କରିଥିଲେ ଯେ ନିଜ ନିଜ ଗାଈଗୋରୁ ମାନଙ୍କୁ ରାସ୍ତାରେ ନ ଛାଡ଼ି ନିଜ ନିଜ ଘରେ ଓ ଗୁହାଳ ମାନଙ୍କରେ ରଖି ସେବା ଯତ୍ନ ନେବା ସଙ୍ଗେ ସଙ୍ଗେ ସୋନପୁର ସହରରେ ଗାଈଗୋରୁଙ୍କ ଦ୍ଵାରା ହେଉଥିବା ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ରେ ପ୍ରଶାସନ କୁ ସହଯୋଗ କରିବା ହେବେ l ପ୍ରଥମେ ଏହି ସଚେତନତା କାର୍ଯ୍ୟକ୍ରମ କରାଯିବା ପରେ ଯଦି ବୁଲା ଗାଈଗୋରୁ ମାନଙ୍କ ମାଲିକ ମାନେ ସେମାନଙ୍କର ଗାଈଗୋରୁ ମାନଙ୍କୁ ନିଜ ଘରେ ଓ ଗୁହାଳରେ ନ ରଖି ରାସ୍ତାରେ ଛାଡନ୍ତି, ତେବେ ଜିଲ୍ଲା ପ୍ରଶାସନ, ସୋନପୁର ପୌର ପ୍ରଶାସନ ଓ ଜିଲ୍ଲା ପୋଲିସ ପ୍ରଶାସନଙ୍କ ମିଳିତ ଉଦ୍ୟମରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ କାଞ୍ଜିଆ ହୋଦାରେ ଭର୍ତ୍ତି କରାଯିବ l ନିୟମାନୁଯାୟୀ ସଂପୃକ୍ତ ଗାଈଗୋରୁ ମାନଙ୍କ ମାଲିକ ମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ନିଜ ଗାଈଗୋରୁ ମାନଙ୍କୁ ନ ମୁକୁଳାଇବେ  ତେବେ ଆବଶ୍ୟକ ସ୍ଥଳେ ଓଡିଶା ପୌର ଆଇନ ଅନୁଯାୟୀ  ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ପୂର୍ବକ ପ୍ରକାଶ୍ୟ ନିଲାମ କରାଯିବ ବୋଲି ସଚେତନ କରାଯାଇଥିଲା l ଏହି ସଚେତନତା କାର୍ଯ୍ୟକ୍ରମ ସାତଦିନ ସୋନପୁର ସହରର ବିଭିନ୍ନ ଛକ ମାନଙ୍କରେ ଅନୁଷ୍ଠିତ ହେବାକୁ ଥିବାବେଳେ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ  ଜିଲ୍ଲାପାଳ ସହରର ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ l ଏହି ସଚେତନତା କାର୍ଯ୍ୟକ୍ରମ ରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସମେତ ବିଭିନ୍ନ ଗଣ ମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like