-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନରେ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଶିବିର ଅନୁଷ୍ଠିତ* *ଯୋଗଦେଲେ ଏମ ପି, ଜିଲ୍ଲାପାଳ*

20-Sep-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ୱସ୍ଥ ନାରୀ ସଶକ୍ତ ପରିବାର ଅଭିଯାନରେ ସ୍ୱାସ୍ଥ୍ୟ ବିଶେଷଜ୍ଞ ଶିବିର ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଅଧ୍ୟକ୍ଷ ଡାକ୍ତର ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଏବଂ ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପାଳ ଡ. ନୃପରାଜ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଉଷାରାଣୀ ଦାସ, ଉପ-ଜିଲ୍ଲାପାଳ ଡ. ସୌମ୍ୟାରୂପା ରଥ, ଡିଏସଡ଼ବ୍ଲୁଓ ଅନୁପମା ପଣ୍ଡା ଏବଂ ସିଡିପିଓ ସାଗରୀକା ସ୍ୱାଇଁ ଯୋଗ ଦେଇଥିଲେ l ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧ୍ୟକ୍ଷ ଡାକ୍ତର ରାମଶଙ୍କର ତ୍ରିପାଠୀ ସମସ୍ତ ଅତିଥି ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ସହ ଉତ୍ତରୀୟ ଓ ଫୁଲ ତୋଡ଼ା ଦେଇ ସମ୍ମାନିତ କରିଥିଲେ l ମଞ୍ଚାସିନ ସମସ୍ତ ଅତିଥି ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ର ସୁଫଳତା  ନେଇ ନିଜ ନିଜ ସୁ -ଅଭିଭାଷଣ ରଖିଥିଲେ l ପରିଶେଷରେ ନିକ୍ଷ୍ୟ ମିତ୍ର ପଞ୍ଜିକରଣ ଓ ଯକ୍ଷ୍ମା ରୋଗୀ ଙ୍କୁ ପୋଷଣ ଖାଦ୍ୟ ସାଂସଦ ବଣ୍ଟନ କରିଥିଲେ l ଶିବିରରେ ବିଶେଷଜ୍ଞ ଡା. ବେଣୁଧର ପାଣ୍ଡେ, (ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ), ଡା. ତୁଷାରକାନ୍ତ ଠାକୁର (ଚର୍ମ ରୋଗ ବିଶେଷଜ୍ଞ) ଡ଼ା. ତ୍ରିବିକ୍ରମ ପାଣ୍ଡିଆ (ମାନସିକ ରୋଗ ବିଶେଶଜ୍ଞ), ଡା. ରଶ୍ମିରଂଜନ ହୋତା (ଗଳା ଓ ନାସା ରୋଗ ବିଶେଷଜ୍ଞ), ଡା. ମୌସମ ମହାନ୍ତି (ଚକ୍ଷୁ ରୋଗ ବିଶେଷଜ୍ଞ), ଡା. କୃତିବାସ ସୁବୁଦ୍ଧି (ଅସ୍ତି ରୋଗ ବିଶେଷଜ୍ଞ), ଡା. ସେକ ନେଇମ ବକ୍ସ (ଭେଷଜ ବିଶେଷଜ୍ଞ) ପ୍ରମୁଖ ରୋଗୀ ସେବା ପ୍ରଦାନ କରିଥିଲେ l ସ୍ଥାନୀୟ ବିଭିନ୍ନ ସ୍ୱାସ୍ଥ୍ୟ ଆରୋଗ୍ୟ ମନ୍ଦିର ରୁ ଚି଼ହ୍ନଟ ହୋଇଥିବା ରୋଗୀ ଏବଂ ଆଶା ଓ ଅଙ୍ଗନୱାଡି ଦିଦିମାନଙ୍କ ସହାୟତା ରେ ବିଭିନ୍ନ ଗ୍ରାମ ରୁ ୬୨୨ ଜଣ ମହିଳା ରୋଗୀ ମାନେ ଆସି ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିଲେ l ଏହି ଅଞ୍ଚଳର ଅଙ୍ଗନୱାଡି କର୍ମୀ ଙ୍କ ଦ୍ଵାରା ଜାତୀୟ ପୋଷଣ ପୃଷ୍ଟିକର ଖାଦ୍ୟ ପ୍ରଦର୍ଶନ କରାଯାଇଥିଲା l ବ୍ଲକ ସ୍ୱାସ୍ଥ୍ୟ ପରିଚାଳକ ପ୍ରିୟରଞ୍ଜନ ସାହୁ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀଣୀ ନଳିନୀପ୍ରଭା ମେହେରଙ୍କ ତତ୍ଵାବଧାନରେ ଏବଂ ଡା. ପୂଜାଶ୍ରୀ ମିଶ୍ର, ଡା. ମାତାଙ୍ଗିନୀ ମହାନ୍ତ(ଆୟୁଷ), ଡା. ଖୁସବୁ ଅଗ୍ରୱାଲ (ଡେଣ୍ଟାଲ ) ସ୍ୱାସ୍ଥ୍ୟ ପରୀକ୍ଷାରେ ଏବଂ ନାମ ପଞ୍ଜିକରଣରେ ନମିତା ବାଘ ଓ ଇନ୍ଦୁଲତା ସେଠି ଏବଂ ଏମ.ଆର.ଏ  ସୁଶାନ୍ତ ନାଏକ ପଞ୍ଜିକୃତ ଦାୟିତ୍ୱ ରେ ରହି ସୁଚାରୁ ଭାବରେ କାର୍ଯ୍ୟ ନିର୍ବାହ କରିଥିଲେ l ଏହା ସମେତ ସ୍ୱାସ୍ଥ୍ୟକେନ୍ଦ୍ରର କାର୍ଯ୍ୟରତ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like