-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିକଶିତ ଭାରତ କେ ରଙ୍ଗ, କଳା କେ ସଙ୍ଗ. ଶୀର୍ଷକ ଜିଲ୍ଲାସ୍ତରୀୟ  ଚିତ୍ରକଳା ପ୍ରତିସ୍ପର୍ଦ୍ଧା 

20-Sep-2025



ବଲାଙ୍ଗୀର(ଦେବାଶିଷ ବହିଦାର): ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ସେବାପକ୍ଷ ପାଳନ କରାଯାଉଛି। ଏହି ଅବସରରେ ବିକଶିତ ଭାରତ କେ ରଙ୍ଗ, କଳା କେ ସଙ୍ଗ. ଶୀର୍ଷକରେ ଏକ ଜିଲ୍ଲାସ୍ତରୀୟ  ଚିତ୍ରକଳା ପ୍ରତିସ୍ପର୍ଦ୍ଧା  ବଲାଙ୍ଗୀର ସଂସ୍କୃତି ଭବନରେ ଓ  ଓଡିଶା ଲଳିତ କଳା ଏକାଡେମୀର ଆଞ୍ଚଳିକ ଆର୍ଟ ଗେଲେରୀ ଠାରେ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଅନୁଷ୍ଠିତ ହୋଇଯାଇଛି। ସକାଳେ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ବିଦ୍ୟାଳୟ, ମାଧ୍ୟମିକ ଓ ମହାବିଦ୍ୟାଳୟସ୍ତର  ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଏହି ପ୍ରତିଯୋଗିତାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଓ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ

ଅତିଥି ଭାବରେ ଯୋଗ ଦେଇଥିଲେ।ଅପରାହ୍ନରେ 
“ବିକଶିତ ଭାରତ -୨୦୪୭” ବିଷୟବସ୍ତୁ ଉପରେ ଜିଲ୍ଲାସ୍ତରୀୟ କର୍ମଶାଳା ଏବଂ ଚିତ୍ରକଳା ପ୍ରତିଯୋଗିତା ସ୍ଥାନୀୟ ଆର୍ଟ ଗେଲେରୀ ଠାରେ ଆୟୋଜିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବଲାଙ୍ଗିର ଲୋକ ସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ଯୋଗଦାନ କରିଥିଲେ । ଚିତ୍ରକାର କର୍ମଶାଳାରେ ଚାଲୁଥିବା ବିଭିନ୍ନ ଚିତ୍ରକଳା ଦେଖିବା ସହ, ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ଚିତ୍ରକଳା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ଉଚ୍ଚ ବିଦ୍ୟାଳୟ ସ୍ତରରେ ପ୍ରଥମ ହୋଇଥିଲେ ଆଦ୍ୟାଷା ପାତ୍ର, ଦ୍ଵିତୀୟ ହୋଇଥିଲେ ଶ୍ରେୟସୀ ଭୋଇ, ତୃତୀୟ ହୋଇଥିଲେ

ସୁମନ ପଟେଲ ସେହିପରି ଭାବେ ମହାବିଦ୍ୟାଳୟ ସ୍ତରରେ ସାଗର ନାଇକ ପ୍ରଥମ, ସ୍ଵସ୍ତିକ ରଞ୍ଜନ ପୁରହିତ ଦ୍ଵିତୀୟ, ଜେ.ନନ୍ଦିନୀ ସରାବୁ ତୃତୀୟ ହୋଇଥିଲେ । ଏହି ସବୁ ପ୍ରତିଯୋଗିତାରେ ଗୋପାଳ ପ୍ରଧାନ, ସରୋଜ ମହାପାତ୍ର, ଅଶ୍ଵିନୀ ରଥ ଏବଂ ବୃତ୍ତିଗତ ଚିତ୍ରକାର ପ୍ରତିଯୋଗିତାରେ ଭାବେ ପଦ୍ମଶ୍ରୀ କୈଳାସ ମେହେର, ଅନ୍ତର୍ଯାମୀ ମେହେର ଓ ପ୍ରଭାକର ସାହୁ ପ୍ରମୁଖ ବିଚାରକ ଭାବେ ଉପସ୍ଥିତ ଥିଲେ।  ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ପରିଚାଳନା କରିଥିଲେ ।  ଏହି  କାର୍ଯ୍ୟକ୍ରମରେ ସଂସ୍କୃତି କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like