-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ଭାରୋତ୍ତଳନ ପ୍ରତିଯୋଗିତାରେ ସଫଳତା ରଚିଲା ଭଣ୍ଡାରୀଗୁଡା ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ

21-Sep-2025



ଉମରକୋଟ ( ପ୍ରିୟଦର୍ଶିନୀ ପାତ୍ର, ) ଉମରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ଭଣ୍ଡାରୀଗୁଡାର +୨ କଳା ପ୍ରଥମ ବର୍ଷର ଦୁଇ ଛାତ୍ର ଆର୍ଯ୍ୟନ ପ୍ରିୟଦର୍ଶୀ ମୁଦୁଲି ଓ ମାଧବ ସାନ୍ତା ଜିଲ୍ଲା ସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। under -17 ବର୍ଗରେ 80 kg ପାଇଁ ଆର୍ଯ୍ୟନ ମୁଦୁଲି 90 kg ଭାରୋତ୍ତଳନ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି under -17 ବର୍ଗ ରେ 56 kg ପାଇଁ ମାଧବ ସାନ୍ତା 70 kg ଭାରୋତ୍ତଳନ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଦୁଇ ଛାତ୍ରଙ୍କ ଏହି ସଫଳତା ପାଇଁ  ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ, କ୍ରୀଡା ନିରୀକ୍ଷକ ଶ୍ରୀ ପ୍ରଭାତ ପଟ୍ଟନାୟକ, ଭାରୋତ୍ତଳନ ପ୍ରତିଯୋଗିତାର ସଂଯୋଜକ ତଥା ବିଶିଷ୍ଟ କ୍ରୀଡା ଶିକ୍ଷକ ବ୍ରଜବନ୍ଧୁ କାଣ୍ଡି, ଉମରକୋଟ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଅସୀମ ବିଶ୍ୱାସ,ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବାବୁରାମ ସାହୁ, କ୍ରୀଡା ଶିକ୍ଷକ ଶ୍ରୀ ପରେଶ କୁମାର ମହାପାତ୍ର ଓ ଅଧ୍ୟାପକ ଶ୍ରୀ ରଞ୍ଜୀତ ମଜୁମଦାର ଅଭିନନ୍ଦନ ଜଣାଇବା ସହ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରକାଶ ଥାଉକି ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତା ଆସନ୍ତା ୨୫ ଓ ୨୬ ତାରିଖରେ ବ୍ରହ୍ମପୁରରେ ଅନୁଷ୍ଠିତ ହେବାକୁ ଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like