-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପୁଣି ୧୫ କେଜି ଗଂଜେଇ ଜବତ

21-Sep-2025



ସିନାପାଲି(ପରମେଶ୍ୱର ମେହେର) ରାଜ୍ୟ ତଥା ନୂଆପଡା ଜିଲ୍ଲାରେ ଗଂଜେଇ ଚୋରାଚାଲାଣ କମିବାର ନାଁ ନେଉନାହିଁ । ଜିଲ୍ଲା ପ୍ରଶାସନ ତରଫରୁ ସଂସ୍କାର ଓ ରାଜ୍ୟ ଅବକାରୀ ବିଭାଗ ପ୍ରଶାସନ ତରଫରୁ ଅପରେସନ ପ୍ରହାର ଆରମ୍ଭ କରାଯାଇଛି । ରାଜ୍ୟ ଓ ଜିଲ୍ଲାରେ ନିଶା କାରବାର ବହୁ ମାତ୍ରାରେ ଚାଲିଛି ଓ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଏହି ୨ଟି କାର୍ଯ୍ୟକ୍ରମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି ଏକ ମାମଲା ରୁଜୁ ହୋଇଛି। ବୋଡେ଼ନ ବ୍ଲକ ଖଇରା ଓ ପଲସଦା ରୋଡ଼ ନିକଟସ୍ଥ ପଲସଦା ବ୍ରିଜ ନିକଟରେ ବେଆଇନ ୧୫ କେଜି ଗଂଜେଇ ଚାଲାଣ କରୁଥିବା ଦୁଇ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ସେମାନେ ହେଲେ ଶୁଭମ ପଟେଲ(୨୭) ଏବଂ ଉଦୟ କୁଶୱା(୨୦)। ସେମାନଙ୍କ ଘର ଜବଲପୁର। ଓଆଇସି ସିନାପାଲି ଅବକାରୀ ସିଦ୍ଧାନ୍ତ ପାତ୍ର ଓ ତାଙ୍କ ସହଯୋଗୀ ଅବକାରୀ କର୍ମଚାରୀଙ୍କ ଦ୍ୱାରା ପିଆର ନମ୍ବର ୧୭୪/୨୫୨୬ ଅବକାରୀ ଥାନା ସିନାପାଲି ୟୁ ଏସ ୨୦(ବି )(୨)ବି ର ଏନଡିପିଏସ ଆକ୍ଟ ୧୯୮୫ ଅନୁସାରେ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଏହି ଦୁଇ ଜଣ ଦୋଷୀଙ୍କୁ ମାନ୍ୟବର କୋର୍ଟ ନୂଆପଡାକୁ ପଠାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like