-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲଠାରେ "ଶାନ୍ତି ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ

21-Sep-2025



ଡୁଙ୍ଗୁରିପାଲି, ତା ୧୯/୯(ପ୍ରେରଣା ଖବର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତ ସଭାପତିତ୍ବରେ ଆନ୍ତର୍ଜାତୀୟ ଶାନ୍ତି ଦିବସ ଅବସରରେ "ଶାନ୍ତି ପାଇଁ ଦିନ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଯାଇଛି । ସ୍କାଉଟ୍ ଜିଲ୍ଲା ତାଲିମ କମିଶନର  ତଥା ମେସେଞ୍ଜର ଅଫ ପିସ ସଂଯୋଜକ ଦୀନବନ୍ଧୁ ପ୍ରଧାନ ଏହି ଅବସରରେ ଅନୁଷ୍ଠିତ  ସଭାକୁ ସଂଯୋଜନା କରିବା ସହ ବିଶ୍ଵ ଶାନ୍ତି ପାଇଁ ସ୍କାଉଟ ଓ ଗାଇଡ ମାନଙ୍କ ଭୂମିକା ପ୍ରଶଂସନୀୟ ବୋଲି ମତ ବ୍ୟକ୍ତ କରିଥିଲେ।    ଏହି ଅବସରରେ ଶିକ୍ଷକ ରାଜୁ ମେହେର ଓ କିରଣ କୁମାର ପଟେଲ ଙ୍କ ନେତୃତ୍ୱ ରେ ସ୍କାଉଟ ମାନେ  ଖେଳ ପଡିଆ ନିକଟରେ ବୃକ୍ଷ ରୋପଣ କରିଥିଲେ। ବୃକ୍ଷ ରୋପଣରେ ସ୍କାଉଟ ମାନଙ୍କ ମଧ୍ୟରୁ ବିକାଶ,ଶ୍ରୀତମ,ଆୟୁଷ, ଅମିତ୍, ଗୋବର୍ଦ୍ଧନ, ଅଙ୍କେଟ, ଆଦିତ୍ୟ  ଭାଗ ନେଇଥିଲେ ।

ସ୍କାଉଟ ମାଷ୍ଟର ଚିନ୍ମୟ କୁମାର ଦାସ  ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ ସହ ଶାନ୍ତି  ଶୁଖି ଜୀବନ ଯାପନ ପାଇଁ ଆବଶ୍ୟକ ବୋଲି  ମତ ପ୍ରଦାନ୍ କରିଥିଲେ। କାର୍ଯ୍ୟକ୍ରମରେ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ପୂର୍ବତନ ସ୍କାଉଟ ସମୀର ପ୍ରଧାନ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026

You Might Also Like