-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ବୌଦ୍ଧ ଜିଲ୍ଲା ଜିଆଁକଟା ଗ୍ରାମ ନିକଟରେ ବାଣ ଗୋଦାମରେ ଅଗ୍ନିକାଣ୍ଡ*-, *ଜଣେ ମୃତ ୭ ଗୁରୁତର* - *ଏସପି ଘଟଣା ସ୍ଥଳ ପରିଦର୍ଶନ କରି ତଦନ୍ତ କରିଛନ୍ତି*

21-Sep-2025



ବୌଦ୍ଧ / ସୋନପୁର ( ପ୍ରେରଣା ଖବର)  ରବିବାର ଦିନ ୧୧  ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଜିଆଁକଟା ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟି ଅଗ୍ନିକାଣ୍ଡ ହୋଇ ଘଟଣା ସ୍ଥଳ ରେ ଜଣଙ୍କର ମୃତ୍ୟୁ ହୋଇ ଯାଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି | ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ବେଳେ ବିସ୍ଫୋରଣ ଫଳରେ ଗୋଦାମ ଗୃହ ସମ୍ପୁର୍ଣ୍ଣ ଧୁଳି ସାତ ହେବା ସହ ଆଖ ପାଖ ଅଞ୍ଚଳର ଘର ଓ ବିଭିନ୍ନ  ସୋ ରୁମ ଗୁଡିକର କାଚ ଭାଙ୍ଗି ଯାଇ ଅନେକ କ୍ଷୟ କ୍ଷତି ହୋଇଥିବା ସୂଚନା ମିଳିଛି l ଗୁରୁତର ଆହତ ୩ ଜଣ ଗୁରୁତର ଙ୍କୁ  ପୁରୁଣା କଟକ ଓ ବୌଦ୍ଧ ଡାକ୍ତରଖାନା ସ୍ଥାନାନ୍ତର କରା ଯାଉଥିବା ବେଳେ ୪ ଜଣ ଙ୍କୁ ବୁର୍ଲା ଡ଼ାକ୍ତରଖାନା ସ୍ଥାନାନ୍ତର କରା ଯାଇଥିବା ସୂଚନା ମିଳିଛି l ବୌଦ୍ଧ ଜିଲ୍ଲା ଏ ଡି ଏମ, ଉପ ଜିଲ୍ଲାପାଳ, ଓ ଜରୁରୀ କାଳୀନ ଅଧିକାରୀ ଙ୍କ ଉପସ୍ଥିତି ରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଗୁରୁତର ଓ ଆହତଙ୍କ ସଂଖ୍ୟା ବୃଦ୍ଧି ପାଇବା  ଆଶଂକା କରା ଯାଉଛି l ଜିଲ୍ଲା ପ୍ରଶାସନ  ଓ ପୋଲିସ ପ୍ରଶାସନ ଲୋକ ଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ଓ୧୧ ଚିକିତ୍ସା ପାଇଁ  ପୁରା ସଜାଗ ଥିବା  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଠାରୁ ସୂଚନା  ମିଳିଛି l ଯେହେତୁ ବାଣ ଗୋଦାମ ପାର୍ଶ୍ଵ ରେ କୋଡ଼ିଏ ପଚିଶ ଟି ଘର ଭୂକମ୍ପ ଭଳି ଲୋକ ଙ୍କ ଅନୁଭୂତି ହୋଇଛି, ଘଟଣା ପରେ ଗାଁ ଲୋକେ ଭୟ ରେ ଘର ବାହାର କୁ ବାହାରି ଆସିଛନ୍ତି, ଏହାକୁ ସନ୍ଧୟ କରି ସନ୍ଧ୍ୟାରେ ବୌଦ୍ଧ ଏସପି ଘଟଣା ସ୍ଥଳ ପରିଦର୍ଶନ କରି ଅନେକ ଦିଗରେ ତଦନ୍ତ କରୁଥିବା ଖବର ମିଳିଛି l ଏବଂ ସନ୍ଧ୍ୟା ୭ ଟା ଯାଏ ବି କିଛି ଆହତ କିମ୍ବା ଗୁରୁତର ଲୋକ ମାଟି ତଳେ ପୋତି ହୋଇଥିବା ଅନୁମାନ କରି ଏସପି ଙ୍କ ଉପସ୍ଥିତି ରେ ଓଡ୍ରାପ ଟିମ୍ ତନାଘନା ଜାରି ରଖି ଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like