-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାଁ ଦୂର୍ଗା ଦେବୀଙ୍କ ପୂଜା ପାଇଁ କଳସ ଶୋଭାଯାତ୍ରା।(ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ)

21-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଭକ୍ତଙ୍କୁ ଦର୍ଶନ ଦେବାପାଇଁ ଶକ୍ତି ସ୍ୱରୁପୁନି ମାଁ ଦୂର୍ଗା ଦେବୀ ଧରାପୃଷ୍ଟରେ ଅବତରଣ କରିଛନ୍ତି ।ବିଧିବଦ୍ଧ ଭାବେ ମାଁ ଙ୍କ ନବରାତ୍ର ପୂଜା ଆସନ୍ତାକାଲି ସୋମବାର ଠାରୁ ଆରମ୍ଭ ହେବ।  ମାଁ ଆଜି ଧବଳ ମୁଖି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।ଏଥିପାଇଁ ସାରା ବିନିକା ସହର ଭକ୍ତଙ୍କ କୋଳାହଳରେ ଚଳଚଞ୍ଚଳ ହୋଇ ଉଠିଛି ।ମାଁ ଙ୍କ ପୂଜା ସକାଶେ ଆଜି ଅପରାହ୍ନରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି।ଢୋଲ,ନିଶାନ୍ ଓ ଘଣ୍ଟ ବାଦ୍ୟ ର ତାଳେ ତାଳେ ଓ ହୁଳହୁଳି ଜୟ ଧ୍ୱନି ରେ ସହର ପ୍ରକମ୍ବିତ ହୋଇଥିଲା ସୂଚନା ଯୋଗ୍ୟ ଯେ ଦୀର୍ଘ ୫୨ବର୍ଷ ଧରି ବିନିକା ପୁରୁଣା ବସଷ୍ଟାଣ୍ଡ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଥିବା ଦେବୀ ଦୁର୍ଗାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ପରେ  ଏଥର ଦ୍ଵିତୀୟ ଶାରଦୀୟ ପୂଜା ଅନୁଷ୍ଟିତ ହେଉଛି ।ମନ୍ଦିର କମିଟି ସଭାପତି ସନ୍ତୋଷ ପଣ୍ଡାଙ୍କ ନେତୃତ୍ୱରେ କମିଟି କର୍ମକର୍ତ୍ତା,ଅଞ୍ଚଳବାସୀ ଓ ଶ୍ରଦ୍ଧାଳୁ ଭକ୍ତଙ୍କ ସହଯୋଗରେ ଦୁର୍ଗା ପୂଜା ବେଶ ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଟିତ ହୋଇ ଆସୁଛି । ଜଗତ ଜନନୀ ମାଁ ଦୁର୍ଗା ଦଶଦିନ ଧରି ବିଭିନ୍ନ ବେଶରେ ଭକ୍ତଙ୍କୁ ଦେବେ । ପୂଜା ପାଇଁ ଶତାଧିକ ମହିଳା କଳସ ଶୋଭାଯାତ୍ରା ରେ ସାମିଲ ହୋଇ ଚିରସ୍ରୋତା ମହାନଦୀରୁ ପାଣି ସଂଗ୍ରହ କରି ଯାତ୍ରା ଉତ୍ସବର ପ୍ରାରମ୍ଭରେ ଅଞ୍ଚଳର ସହ ସହ ମହିଳା କଳସ ଧରି  ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ମହାନଦୀ ଠାରୁ ପାଣି ସଂଗ୍ରହ କରି ମନ୍ଦିରକୁ ଫେରିବା ପରେ ରୀତିନୀତି ଅନୁଯାୟୀ ପୂଜକ ମାନଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇ ମଣ୍ଡପରେ କଳସ ସ୍ଥାପନ କରାଯାଇଥିଲା । ଏଥିରେ ମୁଖ୍ୟ ପୁଜକ ଭାବରେ ସୁବାଷ ପଣ୍ଡା, ଦୁର୍ଗା ମନ୍ଦୀର ସ୍ଥାୟୀ ପୂଜକ ଦନାର୍ଦନ ଆଚାର୍ଯ୍ୟ ଯୋଗଦେଇଥିବା ବେଳେ ମୂଖ୍ୟ ପୂଜାକର୍ତ୍ତା ଭାବରେ ସୁନୀଲ ପାତ୍ର ଓ ତାଙ୍କ ଧର୍ମପତ୍ନୀ ସୁକନ୍ୟା ପାତ୍ର,ସୋନପୁର ଜିଲ୍ଲାପାଳ ନୃପରାଜ ସାହୁ ଓ ତାଙ୍କ ଧର୍ମପତ୍ନୀ ସୁଭ୍ରା ସାହୁ,ମନ୍ଦିର କମିଟି ସଭାପତି ସନ୍ତୋଷ ପଣ୍ଡା ଓ ଧର୍ମପତ୍ନୀ ଗୀତାଞ୍ଜଳି ତ୍ରିପାଠୀ,ବୌଦ୍ଧ ଅତିରିକ୍ତ ଜିଲ୍ଲାପାଲ ପ୍ରଭାସ କୁମାର ଦଣ୍ଡସନା ଓ ଧର୍ମପତ୍ନୀ ପ୍ରତିଭା ଦଣ୍ଡସନା,ବିନିକା ଥାନା ଅଧକାରୀ ସତ୍ୟ ନାରାୟଣ ପଧlନ ଓ ଧର୍ମପତ୍ନୀ ସରିତା ରାଣୀ ପଧାନ, ଗରିବ ସଲମା ଓ ରେଖା ପଧାନ , କୁତାର୍ଥ ପୁରୋହିତ ଓ ସସ୍ମିତା ପୁରୋହିତ,ଏନଏ ସି ଇଓ ମାନସ ରଞ୍ଜନ ଭୋଇ ଓ ବନ୍ଦନା ଭୋଇ, ଘାସିରାମ ପଣ୍ଡା ଓ ଆଲିମା ପଣ୍ଡା, ଗନ୍ଧର୍ପ ମହାର ଓ ଗୀତାଞ୍ଜଳି କର୍ଣ୍ଣ, ଭୀମସେନ ନାଏକ ଓ ଧୀରା ନାଏକ,ଜୟ ସଙ୍କର ପାଟଯୋଶୀ ଓ ସ୍ୱରୂପା ରାଣୀ ପାଟଯୋଶୀ , ସଞ୍ଜୀବ ପଣ୍ଡା ଓ ସସ୍ମିତା ପଣ୍ଡା, କ୍ଷୀରୋଦ ଚନ୍ଦ୍ର ସାମନ୍ତରାୟ, ଓ ମୌସୁମୀ ରାଣୀ ମିଶ୍ର, ଚନ୍ଦ୍ରଶେଖର ପାଣ୍ଡେ ଓ ଦୂହିତା ପାଣ୍ଡେ, ଘନଶ୍ୟାମ ମେହେର ଓ ତାଙ୍କ ଧର୍ମ ପତ୍ନୀ ସୁଜାତା ମେହେର ପ୍ରମୁଖ କର୍ତ୍ତା ରୂପେ କାର୍ଯ୍ୟ ତୁଲାଉଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like