-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଆଗଲପୁର: ଗ୍ରାମପଞ୍ଚାୟତସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟଶିବିର ଅଭିଯାନ

28-Jan-2021



ଆଗଲପୁର:(ଦେବାଶିଷ ପଧାନ): ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ପଞ୍ଚାୟତର ବିନ୍ଧାପାଲି କଲ୍ୟାଣମଣ୍ଡପ ଠାରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟଅତିଥି ଭାବରେ ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗ ଯୋଗଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ ଓ ପ୍ରତି ୩ ମାସରେ ଥରେ ଏହିପରି ଶିବିର ଆୟୋଜନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଅନୁରୋଧ କରିଥିଲେ l ସମ୍ମାନିତ ଅତିଥି ଭାବରେ ଆଗଲପୁର ବ୍ଲକ ଉପାଧ୍ୟକ୍ଷ ମୋନମୋହନ ପଟେଲ ଯୋଗ ଦେଇଥିଲେ l ଭରସୁଜା ସରପଞ୍ଚ ଗଣେଶ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ଭରସୁଜା ଗ୍ରାମପଞ୍ଚାୟତ ଓ ବ୍ଲକର ଅନ୍ୟ ପଞ୍ଚାୟତ ମାନଙ୍କରୁ ପ୍ରାୟ 200ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତି ଯୋଗ ଦେଇଥିଲେ l ଶିବିରରେ ମଧୁବାବୁ ପେନସନ ଯୋଜନା, ବିଧବା ଭତ୍ତା, ଛାତ୍ରଛାତ୍ରୀ ମାନଙ୍କୁ ବାଣିଶ୍ରୀ ଯୋଜନା, ବସ୍ ପାସ, ଡି.ଆର୍.ଆଇ ଲୋନ, ହୁଇଲଚେୟାର ଓ ଅନ୍ୟ ଉପକରଣ ଗୁଡିକ ବଣ୍ଟନ କରାଯଇଥିଲା l

 ଦୁଷ୍ଟିବାଧିତ ୩୧ ଜଣ ମାନସିକ ଅନଗ୍ରସର, ୧୭ ଜଣ ଶାରୀରିକ ଭିନ୍ନକ୍ଷମ, 34 ଜଣ ଶ୍ରବଣ ବାଧିତ, ଏହିପରି ପ୍ରାୟ ୨୧ ପ୍ରକାର ଭିନ୍ନକ୍ଷମ ମାନଙ୍କୁ ସମସ୍ତ ବିଭାଗର ଡାକ୍ତର ମାନେ ଆସି ପରୀକ୍ଷା କରି ପ୍ରମାଣପତ୍ର ଦେଇଥିଲେ l ବଲାଙ୍ଗୀର ଜିଲ୍ଲା ଡି.ଏସ୍. ଓ. ନବକିଶୋର ସାହୁ ଭିନ୍ନକ୍ଷମ ବ୍ୟକ୍ତିର ଅଧିକାର ଓ ସହାୟତା ବିଷୟରେ ସମ୍ୟକ ଭାବରେ ବୁଝାଇଥିଲେ  l ତହସିଲଦାର ସନ୍ତୋଷ କୁମାର ଦାସ, ସମିର ଦିବ୍ୟାଙ୍ଗ ଟ୍ରଷ୍ଟର ପ୍ରତିଷ୍ଠାତା କୀର୍ତ୍ତନ ଦାସ, ବଲାଙ୍ଗୀର ନିରତାର କେନ୍ଦ୍ରର ଅଧିକାରୀ ଉପସ୍ଥିତ ଥିଲେ l  ସଭାକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଶା ପଧାନ ପ୍ରତ୍ୟକ୍ଷ ଭାବରେ ତଦାରଖ କରି ଥିଲେ l ଭରସୁଜା ପଞ୍ଚାୟତର ସମସ୍ତ ଶିକ୍ଷକ,ଅଙ୍ଗନୱାଡି କର୍ମୀ,ଆଶା କର୍ମୀ, ସହଯୋଗ କରିଥିଲେ l ଆଗଲପୁର ମାହେଶ୍ୱରୀ ସ୍ବେଛାସେବୀ ସଂଗଠନର କର୍ମକର୍ତ୍ତା ମାନେ ବିଶେଷ ସହଯୋଗ କରିଥିଲେ l ଶେଷରେ କୋରନା ଯୋଦ୍ଧା ଭାବରେ ଅଙ୍ଗନୱାଡି, ଆଶା କର୍ମୀ  ମାନଙ୍କୁ ମାନପତ୍ର ଦେଇ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like