-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ମା ସୁରେଶ୍ଵରୀ ଙ୍କ ଚଣ୍ଡୀ ଯଜ୍ଞ ପାଇଁ ଆଜି ହୋଇଛି କଳସ ସ୍ଥାପନ*- *ଆରମ୍ଭ ହୋଇଛି ଆଜି ମା ଙ୍କ ବେଶ ଦର୍ଶନ* -

21-Sep-2025



ସୋନପୁର - (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ ନବ ଦିନାତ୍ମକ ଚଣ୍ଡୀ ଯଜ୍ଞ ପାଇଁ  ଆଜି  ଅପରାହ୍ନ ରେ କଳସ ଯାତ୍ରା ଅନୁଷ୍ଠିତ ହୋଇଛି l ମା ସୁରେଶ୍ଵରୀ ଙ୍କ ଧବଳ ମୁଖି ବେଶ ଗଙ୍ଗା ଦର୍ଶନ ରେ ମା ଙ୍କ ପୀଠ ଚଳ ଚଞ୍ଚଳ ହୋଇ ଉଠିଛି l ଯଜ୍ଞ କମିଟି ପକ୍ଷରୁ ନିମନ୍ତ୍ରଣ ପରେ ମା ସୁରେଶ୍ଵରୀ ଙ୍କ ମନ୍ଦିର ଯଜ୍ଞ ମଣ୍ଡପ ଠାରେ ବିରାଜ ମାନ ହୋଇଛନ୍ତି ସହର ର ଅଷ୍ଟ ଶମ୍ଭୁ, ଅଷ୍ଟ ବିଷ୍ଣୁ, ଅଷ୍ଟ ଚଣ୍ଡୀ, ଅଷ୍ଟ ହନୁମାନ, ଅଷ୍ଟ ଭୈରବ ଦେବା ଦେବୀ l  ଶନିବାର ଦିନ ଏହି ଯଜ୍ଞ ପାଇଁ ମା ଙ୍କ ମନ୍ଦିର ଯଜ୍ଞ ମଣ୍ଡପ ଠାରେ ଶୁଭ ଖମ୍ବ ସ୍ଥାପନ କରା ଯାଇଛି l ଆସନ୍ତା କାଲି ସୋମବାର ଦିନ ସୂର୍ଯ୍ୟ ପୂଜା ପରେ   ଯଜ୍ଞ ଆରମ୍ଭ ହୋଇ ରୀତି ନୀତି ସହ ଆସନ୍ତା ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଘୃତଯଜ୍ଞ ପାଳନ କରାଯିବ ଓ ଏହି ନବ ରାତ୍ରୀ ପୂଜା ରେ ମା ସୁରେଶ୍ଵରୀ ଙ୍କ ଦର୍ଶନ ଓ ଯଜ୍ଞ ମଣ୍ଡପ ରେ ବିରାଜମାନ ସହର ସବୁ ଦେବା ଦେବୀ ଙ୍କ ଦର୍ଶନ ଲାଗି ରହିବ l ଏହି ଯଜ୍ଞ ପାଇଁ ପ୍ରତି ବର୍ଷ ଜିଲ୍ଲା ତଥା ଦୂର ଦୁରାନ୍ତର ଭକ୍ତ ଶ୍ରଦ୍ଧାଳୁ ଙ୍କ ପ୍ରବଳ ଭିଡ଼ ହେଉଥିବାରୁ ଜିଲ୍ଲା ତଥା ପୋଲିସ ପ୍ରଶାସନ,  ଯଜ୍ଞ କମିଟି ଓ ବିଭିନ୍ନ ସ୍ବେଛାସେବୀ ସଂଗଠନ ପକ୍ଷରୁ ଶାନ୍ତି ଶୃଙ୍ଖଳା ଓ ସମସ୍ତ ସୁରକ୍ଷା ପାଇଁ ପ୍ରସ୍ତୁତି ହୋଇଥିବା ବିଷୟ  ମା ଙ୍କ ଯଜ୍ଞ କମିଟି ପକ୍ଷରୁ ସୂଚନା ମିଳିଛି l ଆଜି ଏହି ଉତ୍ସବରେ ମା ଙ୍କ ପରମ ଭକ୍ତ ତଥା ଓଡ଼ିଶା ହାଇକୋର୍ଟ ର ପ୍ରାକ୍ତନ ବିଚାରପତି ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଙ୍କ ସମେତ ଯଜ୍ଞ କମିଟି ର ସମସ୍ତ ସଦସ୍ୟ ସହର ର ବହୁ ବୁଦ୍ଧିଜୀବୀ ଓ ମହିଳା ଭକ୍ତ ଶ୍ରଦ୍ଧାଳୁ ସାମିଲ ଥିଲେ l ଯାଲୋଇ ଗୁଞ୍ଜିପାଲି ଗୌଡିୟ ସମ୍ପ୍ରଦାୟ କର୍ତ୍ତନ୍ୟ ମଣ୍ଡଳୀ କଳାକାର ଙ୍କ ଦ୍ଵାରା ଆଜି କଳସ ଯାତ୍ରା ସମୟରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like