-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ସ୍ୱଛତା ହିଁ ସେବା- 2025 କାର୍ଯ୍ୟକ୍ରମ ଅନୁଷ୍ଠିତ

21-Sep-2025



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ସ୍ୱଛତା ହିଁ ସେବା- 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବି ଆର ସି ଛବିଳ ବେହେରା ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସ୍ୱଚ୍ଛତା ରେ ଶ୍ରମ ଦିବସ ତଥା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ରେ ବ୍ଲକ ର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ର ସ୍ୱଚ୍ଛତା ମିଶନ ଗାଡ଼ି ର ଡ଼୍ରାଇଭର ଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଡ଼ା. ସଂଜୀବ ବିଶ୍ୱାଳ ଙ୍କ ଉପସ୍ଥିତି ରେ କରାଯାଇ ଥିଲା l ସ୍ବଚ୍ଛତା ପାଇ ବ୍ଲକ ସଭା ଗୃହରେ ଏକ ଦିବସୀୟ କର୍ମଶାଲା ଶିବିର ଅନୁଷ୍ଠିତ ହୋଇ ଥିଲା l

ଆଜିର ସ୍ୱଚ୍ଛ ତା ହିଁ ସେବା ଓ ଶ୍ରମ ଦିବସ ରେ ବ୍ଲକ ପରିସର ମଧ୍ୟରେ ଥିବା ଅଳିଆ ଆବର୍ଜନା,  ଲଟାବୁଦା କୁ ବ୍ଲକ କର୍ମଚାରୀ ,ପଞ୍ଚାୟତ ସରକାରୀ , ବେସରକାରୀ କର୍ମଚାର କର୍ମକର୍ତ୍ତା ଗଣ ମିଶି ସଫେଇ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ସାନିଟେସନ ଇନଚାର୍ଜ ଏ ଏ ଇ ସିଦ୍ଧାର୍ଥ ପାଢ଼ୀ, ବିଡ଼ିଓ ଅକ୍ଷୟ ପାଣି ଉଦ୍ଦୁ, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଏବିଡ଼ିଓ କିଶୋର ଚନ୍ଦ୍ର ମାନସିଂହ, ବ୍ଲକର ସମସ୍ତ ସରପଞ୍ଚ, ପିଇଓ, ସ୍ୱୟଂ ସହାୟକ, ସଫାଈ ମିତ୍ର ପ୍ରମୁଖ ଯୋଗଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like