-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପାଚିକା ସଂଘର ଦାବିପତ୍ର ପ୍ରଦାନ

22-Sep-2025



ବରୀ(ରଞ୍ଜିତ ମହାନ୍ତି): ନିଖିଳଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସଂଘ ବରୀ ଶାଖା ପକ୍ଷରୁ ସହାୟିକାଙ୍କୁ ସରକାରୀ କର୍ମଚାରୀ ମାନ୍ୟତା, ସର୍ବନିମ୍ନ ମଜୁରୀ ବୃଦ୍ଧି, ବର୍ଷକୁ ୧୨ମାସର ପାରିଶ୍ରମିକ ପ୍ରଦାନ ଆଦି, ୧୫ ଗୋଟି ଦାବି ସମ୍ବଳିତ ଦାବିପତ୍ର ମଣ୍ଡଳ ସହ ସ୍ଥଳ ସହ ଶିକ୍ଷା ଅଧିକାରୀଙ୍କ ନିକଟରେ ପ୍ରଦାନ କରାଯାଇଛି | ପ୍ରମୁଖ ଦାବି ମଧ୍ୟରେ ପାଚିକା ସହାୟିକା ମାନେ ଦିନକୁ ୬ ଘଣ୍ଟାରୁ ଅଧିକ ସମଯଦେଇ ସଫଳ ଭାବେ ଦୀର୍ଘ ଦୁଇ ଦଶନ୍ଧି ଧରି କାର୍ଯ୍ୟ କରି ଆସୁଥିଲେ ମଧ୍ୟ ସେମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ କାରାଯା ନାହିଁ। ଅନ୍ୟ ରାଜ୍ୟରେ ପାରିଶ୍ରମିକ ଓଡିଶାଠାରୁ ଯଥେଷ୍ଟ ଅଧିକ ହେଲେ ରାଜ୍ୟ ସରକାର ଏଥ୍ପ୍ରତି ବିଶେଷ ଦୃଷ୍ଟି ଦେଉ ନାହାନ୍ତି | ରାଜ୍ୟ ସରକାର ଯଦି ଦାବିଗୁଡିକ ବିଚାର ନକରନ୍ତି ସଂଗଠନ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରିବ ବୋଲି ବ୍ଲକ ସଭାନେତ୍ରୀ କାଞ୍ଚନବାଳା ରାଉତ କହିଛନ୍ତି I ଅନ୍ୟ ମାନଙ୍କ ମଧ୍ୟରେ ସଂଘ ରାଜ୍ୟ ଉପଦେଷ୍ଟା ରାଜକିଶୋର ସାମଲ, ସ୍ଥାନୀୟ ପଦାଧିକାରୀଙ୍କ ସସମେତ ଶତାଧିକ ପାଚିକା କର୍ମୀ ଉପସ୍ତିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like