-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପାଞ୍ଚୟତସ୍ତରୀୟ ଯୁବ ଯାଦବ ସଂଗଠନ ରଜନା,ଓବିସି ହକ, ଅଧିକାର ପାଇଁ ସଚେତନତା

22-Sep-2025



ନୂଆପଡା(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲା କୋମନା ବ୍ଳକ ଅନ୍ତର୍ଗତ ରଜନା ଗ୍ରାମପଞ୍ଚାୟତର ଶିବମନ୍ଦିର ପ୍ରାଙ୍ଗଣରେ ପଞ୍ଚାୟତ ସ୍ତରୀୟ ଯୁବ ଯାଦବ ସଂଗଠନ କୋମନା ବ୍ଳକ ସଭାପତି କାର୍ତ୍ତିକ ବାଗଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ର ମୁଖ୍ୟ ଉଦ୍ଦେଶ୍ୟ ପଞ୍ଚାୟତ ସ୍ତରୀୟ ଯୁବ ସଂଗଠନ ଓ ଓବିସି ମାନଂକ ହକ, ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା। ଏଥିରେ କୋମନା ବ୍ଳକ ସମ୍ପାଦକ ଯୋଗେନ୍ଦ୍ର ବାଗ, ଉକ୍ତଳ ଯାଦବ ମହାସଭା ର ସମ୍ପାଦକ ତ୍ରିଲୋଚନ ନାଗ, କୋମନା ବ୍ଳକ ଉପ ସଭାପତି ପବିତ୍ର ପୋଡ଼, ଜିଲ୍ଳା ଯୁବ ଯାଦବ ପ୍ରତିନିଧି ତୁଷାର ନିଆଲ,ରଜନା ସରପଞ୍ଚ କ୍ଷିରସିନ୍ଧୁ ଭୋଇ, କୋଷାଧ୍ୟକ୍ଷ ବଳବନ୍ତ ଘିବେଲା, ସମ୍ପାଦକ - ଚୈତନ୍ୟ ଖର୍ସେଲ, ସହ ସଂପାଦକ ଲଳିତ କୁମାର ନିଆଲ ଜିଲ୍ଲା ପ୍ରତିନିଧି ଲିଙ୍ଗରାଜ ଖର୍ସେଲ ଓ ସୁରେଶ କୁମାର ସଗରିଆ ସମସ୍ତ ମଞ୍ଚାସୀନ ଅତିଥି ଯାଦବ ସମାଜର ସଂଗଠନ ପ୍ରକ୍ରିୟା ଓ ଆଗାମୀ ଦିନରେ ସମସ୍ତ ପଞ୍ଚାୟତ ରେ ଯୁବ ସଂଗଠନ ସୁଦୃଢ଼ କରିବା ଓ ଆମର ଓବିସି ହକ, ଅଧିକାର ପାଇଁ ସଚେତନତା ଉପରେ ମତାମତ ଦେଇଥିଲେ। ରଜନା ଗ୍ରାମପଞ୍ଚାୟତ ର ନବ ମନୋନୀତ ଯୁବ ସଭାପତି ଭାବେ ସିୟାରାମ ହାତୀ, ଉପସଭାପତି- ଚୌବନ୍ କେତକୀ ଏବଂ ଧବଳେଶ୍ୱର ବାଗ୍, ସମ୍ପାଦକ ଭାବେ ରୂପସିଂ ଭୋଇ, ସହ ସଂପାଦକ ଭାବେ ନରସିଂହ ପୋଢ଼, କୋଷାଧ୍ୟକ୍ଷ ଭାବେ ଦିଗାମ୍ବର ସଗରିଆ, ମିଡିଆ ସେଲ ଭାବେ ହରେରାମ କରୁଆଁ ସକ୍ରିୟ ସଦସ୍ୟ ଦୟା କରୁଆଁ, ପିଛାରୁ କରୁଆଁ, ଯୁଗେଶ୍ୱର୍ ବାଗ ଏବଂ ଆଯୁଧ୍ୟ ସଗରିଆ ତଥା ରଜନା କେନ୍ଦ୍ରର ସମସ୍ତ କେନ୍ଦ୍ର ର ସଭ୍ୟ ଓ ଯୁବକ ମାନେ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like