-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ଦ୍ୱାରା ଅଷ୍ଟମ ପର୍ଯ୍ୟାୟ ସାମଗ୍ରୀ ବଣ୍ଟନ

28-Jan-2021



ଖପ୍ରାଖୋଲ  (ଗୋରେଖନାଥ ବରିହା)  ବିଶ୍ୱ କରୋନା କଟକଣା ସମୟ ରେ ଶିକ୍ଷା ବ୍ୟବସ୍ଥା କୁ ସୁଦୃଢ କରିବା ପାଇଁ କିଟ କିସ ର ପ୍ରତିଷ୍ଠାତା ତଥା ରାଷ୍ଟ୍ରୀୟ କନ୍ୟା କିରଣ ର ପ୍ରତିଷ୍ଠାତା ,ଅନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ , କଳିଙ୍ଗ ଇନସ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ )ର ଛାତ୍ରଛାତ୍ରୀ ମାନଙ୍କ ପାଇଁ  ଲୋକପ୍ରିୟ  କାର୍ଯ୍ୟକ୍ରମ ହାତକୁ ନେଇ  ସାରା ଭାରତ ବର୍ଷାରେ ଉଦାହରଣ ସୃଷ୍ଟି କରିଛନ୍ତି l କରୋନା କଟକଣା ସମୟରେ  କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ଶିକ୍ଷା ଦାନ ପାଇଁ କିସ ତରଫରୁ ଅନ ଲାଇନ ଲାଇଭ କ୍ଲାସ  ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି l ଏହା ସହିତ କିସ କିଟ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ନିର୍ଧେଶ କ୍ରମେ କିସ ର ଶିକ୍ଷକ ମାନେ ପ୍ରତିମାସ ଛାତ୍ରଛାତ୍ରୀ ମାନଙ୍କ ପାଠପଢା ଅନୁଧ୍ୟାନ କରିବାକୁ ପ୍ରତି ବ୍ଲକ କୁ  ଆସୁଛନ୍ତି l କିସ କିଟ   ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଶ୍ରେଷ୍ଠ ଅବଦାନ ଫଳରେ ଅଷ୍ଟମ   ପର୍ଯ୍ୟାୟ   ପାଠ୍ୟ  ଉପକରଣ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଆଦି ସମସ୍ତ ବ୍ଲକ ରେ ବଣ୍ଟନ କରାଯାଇଛି l ଆଜି ବଲାଙ୍ଗିର ଜିଲ୍ଲାର ଚଉଦ ଗୋଟି ବ୍ଲକ ରେ କିଟ ବିଶ୍ୱବିଦ୍ୟାଳୟ ର ୨ ଟି ବସ ଯୋଗେ ସାମଗ୍ରୀ ପହଞ୍ଚିଥିଲା  l ଆଜି ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କର୍ମକର୍ତ୍ତା ମାନେ ପାଠ୍ୟ ଉପକରଣ  ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଇତ୍ୟାଦି  ବଣ୍ଟନ କରିବାରେ ସହଯୋଗ କରିଥିଲେ l   ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଭୁତାଣୁ ଜନିତ ଲକ ଡାଉନ କଟକଣା ଯୋଗୁଁ ମାର୍ଚ୍ଚ ମାସ ଦ୍ଵିତୀୟ ସପ୍ତାହ ରୁ  ଭାରତ ତଥା ଓଡିଶା ର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି l କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ରେ ଅଧ୍ୟୟନ ରତ ତିରିଶ ହଜlର ଆଦିବାସୀ ଛାତ୍ରଛାତ୍ରୀ ମଧ୍ୟ କରୋନା ଆତଙ୍କ ର ପ୍ରଭାବ ଯୋଗୁଁ ନିଜ ନିଜ ଗାଁ ରେ ରହୁଛନ୍ତି l କିସ ର ଛାତ୍ରଛାତ୍ରୀ ମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ସାମନ୍ତ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଥମ ପର୍ଯ୍ୟାୟ ରେ ସାନିଟାଇଜର ସାମଗ୍ରୀ ,ଚାଉଳ ,ଚୁଡା ,ବିସ୍କୁଟ ,ଚିନି ଶୁଖିଲା ଖାଦ୍ୟ ସାମଗ୍ରୀ ,ଦ୍ଵିତୀୟ ପର୍ଯ୍ୟାୟ ରେ ପାଠ୍ୟପୁସ୍ତକ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ସାମଗ୍ରୀ ,ତୃତୀୟ ପର୍ଯ୍ୟାୟ ରେ ଆଦର୍ଶ ପ୍ରଶ୍ନପତ୍ର ,ଶୁଖିଲା ଖାଦ୍ୟ ସାମଗ୍ରୀ ,ଝିଅ ମାନଙ୍କ ଡ୍ରେସ ଏବଂ ଚତୁର୍ଥ ପର୍ଯ୍ୟାୟ ରେ ଟି ସାର୍ଟ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାବୁନ ଇତ୍ୟାଦି ପଠାଇଥିବା ବେଳେ ପଞ୍ଚମ ପର୍ଯ୍ୟାୟ ରେ ପ୍ଲସ ଟୁ,ପ୍ଲସ ଥ୍ରୀ , ପିଲାଙ୍କ ପାଇଁ ପାଠ୍ୟ  ପୁସ୍ତକ ,ପାଠ୍ୟ ଉପକରଣ ,ବିସ୍କୁଟ ,ଚୁଡା ,ଚାଉଳ ,ଚିନି ,ଡାଲି  ପଠାଇଛନ୍ତି l ନିରନ୍ତର  ପାଠପଢା ଚାଲୁ ରଖିବା ପାଇଁ କଳିଙ୍ଗ ଟିଭି ମାଧ୍ୟମରେ ଶିକ୍ଷାଦାନ ,ଅନଲାଇନ ଶିକ୍ଷାଦାନ ,ମଧ୍ୟ ବ୍ୟବସ୍ଥା ଜାରି ରଖିଛନ୍ତି l କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଗରିବ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ  ଯୁଗାନ୍ତକାରୀ ପ୍ରୟାସଏବଂ ଐତିହାସିକ କାର୍ଯ୍ୟ  କୁ ଆଦିବାସୀ ମାନେ କୃତଜ୍ଞତା ଜଣାଇଛନ୍ତି l ଜନସାଧାରଣ ମଧ୍ୟ  ଏହାକୁ  ପ୍ରଶଂସା କରିଛନ୍ତିl କିଟ ତରଫରୁ ହରିଶଙ୍କର ମନ୍ଦିର ,ଭୈରବୀ ମନ୍ଦିର ,ଜଳମହlଦେବ ମନ୍ଦିର ସକାଶେ ଚାରି ଗୋଟି ସୌର ଶକ୍ତି ଚଳିତ ଲଣ୍ଠନ ପ୍ରଦାନ କରାଯାଇଛି l କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି ,ଜ଼ିଲ୍ଲା ସଭାପତି ବ୍ରଜକିଶୋର ସିଂଭୋଇ ,ବ୍ଲକ ସଭାପତି ଅଷ୍ଟରତ୍ନ ବରିହା ,ବିପ୍ର ବିଶି ,ପଦ୍ମନ ପ୍ରଧାନୀ,ଶରତ ଚନ୍ଦ୍ର ସିଂ ଭୋଇ ,ଦୁଃଖିଶ୍ୟାମ ଭୋଇ ,ଘିମାନନ୍ଦ ଭୋଇ ,ବଳଦେବ ଭୋଇ ,ଶ୍ୟାମ ସୁନ୍ଦର ଭୋଇ ସନ୍ତୋଷ ପୁଟା ,ଘନଶ୍ୟାମ ପ୍ରଧାନୀ , ବନାଲତା  ମାଝି ,କଣ୍ହୁ ଚରଣ ପ୍ରଧାନ ,ସୁଦାମ ଚରଣ ଭୋଇ ,ଡମ୍ବରୁ ଧରୁଆ ,ସାରଥୀ ବାଗ ,ଭୂପାଲ ବିଶ୍ୱାଳ ,ମନବୋଧ ବରିହା ,ଅଚୁତ ଧରୁଆ ,ବିକ୍ରମ ଭୋଇ ,
 ଘନ ଭୋଇ ,ଟିକେଶ୍ୱର ଧରୁଆ ,ଧରମସିଂ ଧରୁଆ ,ଦଶରଥ ଛତ୍ରିଆ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like