-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଜିପିଏଲଏଫରେ କର୍ମକର୍ତା ପରିବର୍ତ୍ତନ କୁ ବିରୋଧ କରି ଇସି ସଙ୍ଘର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ*

22-Sep-2025



ନବରଙ୍ଗପୁର (:ପ୍ରିୟଦର୍ଶିନୀ ପାତ୍ର,)
-ମିଶନ ଶକ୍ତି ଜରିଆରେ ଗଠିତ ହୋଇଥିବା ଏସଏଚଜି କୁ ନେଇ ଦିନକୁ ଦିନ ଡାବୁଗାଁ ବ୍ଲକରେ ବିବାଦ ବଢ଼ିବାରେ ଲାଗିଛି। କେତେବେଳେ ଏମବିକେ, ସିଆରପି ବ୍ୟାଙ୍କ ମିତ୍ର ଆଦି କର୍ମଚାରୀ ଦରମା ପାଉନାହାନ୍ତି। ତ ପୁଣି କେତେବେଳେ ଗଠିତ କମିଟିର କର୍ମକର୍ତା ପରିବର୍ତନ ପାଇଁ ସରକାର ନିର୍ଦ୍ଦେଶ ଦେଉଛନ୍ତି।ଯାହାକୁ ନେଇ ମହିଳାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ପଞ୍ଚାୟତ ସ୍ତରରେ କାର୍ଯ୍ୟରତ ଥିବା ଏସଏଚଜି, ସିଏଲଏଫ, ଜିପିଏଲଏଫ ଓ ବିଏଲଏଫର କର୍ମକର୍ତା ପରିବର୍ତନ କରିବା ପାଇଁ ସରକାରୀସ୍ତରରେ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ଡାବୁଗାଁ ବ୍ଲକ ଅଂଚଳରେ କାର୍ଯ୍ୟ କରୁଥିବା ଏସଏଚଜି ସଭାନେତ୍ରୀ ଓ ସମ୍ପାଦିକା ସରକାରଙ୍କ ତରଫରୁ କର୍ମକର୍ତା ପରିବର୍ତନକୁ ତୀବ୍ର ବିରୋଧ କରି ଦିନ 12 ଘଣ୍ଟା ସମୟରେ କାର୍ଯ୍ୟରତ ଇସି ମେମ୍ବର ମାନେ ଉକ୍ତ ନିର୍ଦ୍ଦେଶ କୁ ବେଆଇନ ଦର୍ଶାଇ ବ୍ଳକ କାର୍ଯ୍ୟାଳୟ ରେ ଯାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ର ଦେବାର ମୁଖ୍ୟ କାରଣ ସରକାର ଏବେ କାର୍ଯ୍ୟ କରୁଥିବା ମହିଳାଙ୍କ ସ୍ଥାନରେ ନୂତନ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ସହ ସହ ମହିଳା ଏଭଳି ନିର୍ଦ୍ଦେଶ ନାମାକୁ ବିରୋଧ କରିଛନ୍ତି। ଏବଂ ଦାବିପତ୍ର ଦେବା ପରେ  ମିଶନ ଶକ୍ତି ଦାଇତ୍ୱ ରେ ଥିବା ବ୍ଳକ ଅଧିକାରୀ ଙ୍କୁ ଭେଟିବାକୁ ଯାଇଥିଲେ କିନ୍ତୁ ମିଶନ ଶକ୍ତି ବିଭାଗର ମୁଖ୍ୟ ତାଙ୍କ କାର୍ଯ୍ୟାଳରେ ନଥିଲେ। ଆଗାମୀ ଦିନରେ କୌଣସି ପରିବର୍ତନ ନ କରିବା ପାଇଁ ଇସି  ମାନେ ଦାବି କରିଛନ୍ତି।କାରଣ ଆନ୍ୟ ବ୍ଲିକରେ କର୍ମକର୍ତା ପରିବର୍ତନ ଆରମ୍ବ ମଧ୍ୟ ହୋଇ ନାହିଁ କିନ୍ତୁ ଡାବୁଗାଁ ବ୍ଲକରେ ପରିବର୍ତ୍ତନ କରିବା ପାଇଁ ମିଶନ ଶକ୍ତି ବିଭାଗ ମୁଖ୍ୟ ଓଏଲଏମ ଦୀପ୍ତି କିସର ନାୟକ ସିଏରପି, ଏମବିକେ ମନଙ୍କୁ ବାଧ୍ୟ କରୁଛନ୍ତି ବୋଲି ଇସି ମାନେ ଅଭିଯୋଗ ଆଣିଛନ୍ତି।ଯଦି ସରକାର ତାଙ୍କ କଥା ନସୁଣନ୍ତି ତାହାଲେ ଆଗାମୀ ଦିନରେ ଇସି ସଙ୍ଘ ରାଜରାସ୍ତା ରେ ଓଲ୍ଲାଇବେ ବଳି ଦାବି ପତ୍ର ରେ ଉଲ୍ଲେଖ ଅଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like