-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||     

HOME   ଜିଲ୍ଲା

ଦ୍ଵାରୀ କାଶିପାଲି ଦୁର୍ଗା ମନ୍ଦିରରେ କଳସ ଯାତ୍ରା ଅନୁଷ୍ଠିତ

22-Sep-2025



ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ଦ୍ବାରୀ ଗ୍ରାମ ପଞ୍ଚାୟତର ଦ୍ବାରି କାଶିପାଲି ଦୁର୍ଗା ମନ୍ଦିରରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି କଳସ ଯାତ୍ରା ରେ କଲମୀ ଗ୍ରାମର କିଶୋର ନାୟକ ତାଙ୍କ ଧର୍ମପତ୍ନୀ ଅନୁପମା ନାୟକ କର୍ତ୍ତା ଦାୟିତ୍ଵ ନିର୍ବାହ କରିଥିବା ବେଳେ ପଣ୍ଡିତ ଦିଲ୍ଲୀପ କୁମାର ଦାଶ ଓ ଗୈାର ଚନ୍ଦ୍ର ପଣ୍ଡା ପୂଜକ ଦାୟିତ୍ଵ ନିର୍ବାହ କରିଛନ୍ତି ।    ସଙ୍କୀର୍ତ୍ତନ ଘଣ୍ଟ ଶଙ୍ଖ ହୁଳହୁଳି ଦେଇ ସହସ୍ରାଧିକ ମହିଳା କଲମୀ ଗ୍ରାମର ପୋଖରୀ ରୁ  ପୂର୍ଣ୍ଣ କଳସ ଧରି ଦ୍ଵାରୀ

କାଶିପାଲି ଦୁର୍ଗା ମନ୍ଦିର ନିକଟରେ ଜଗତ୍ ଜନନୀ ମାଁ  ଦୂର୍ଗା ଙ୍କ କଳସ ସ୍ଥାପନ କରିଥିଲେ । ଏହି ଉତ୍ସବ ରେ ଦୂର୍ଗା ମନ୍ଦିର ଟ୍ରଷ୍ଟ ବୋର୍ଡ ର ସମସ୍ତ ସଭ୍ୟ ସଭ୍ୟା,ଆଖ ପାଖ ଅଞ୍ଚଳରୁ ହଜାର ହଜାର ଭକ୍ତ ଆସି ସହଯୋଗ କରିଥିଲେ ।  କଳସ ସ୍ଥାପନ  ପରେ ଆନନ୍ଦର ସହ  ସମସ୍ତ ଭକ୍ତ ଅନ୍ନଭୋଗ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026

You Might Also Like