-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ

22-Sep-2025



ବଲାଙ୍ଗୀର(ଦେବାଶିଷ ବହିଦାର)-ସମଗ୍ର ଶିକ୍ଷା ଅଭିଯାନ ଆୟୋଜିତ ଜିଲ୍ଲା ସ୍ତରୀୟ "ଆସ ସ୍କୁଲ ଯିବା"ସଚେତନତା ପଦଯାତ୍ରା ଦେଓଗାଁ ବ୍ଲକ ଅନ୍ତର୍ଗତ ଜରସିଂହା ସ୍ଥିତ ନେତ୍ର ଭାନୁ ସରକାରୀ ଉଚ୍ଚ ଵିଦ୍ୟାଳୟ ଠାରୁ ଆରମ୍ଭ ହୋଇ ଗ୍ରାମ ପରିକ୍ରମା କରି ଜରସିଂହା ସ୍ଥିତ ଖେଳ ପଡିଆ ଠାରେ ଶେଷ ହୋଇଥିଲା। ପଦଯାତ୍ରା ଆରମ୍ଭରେ ଦେଓଗାଁ ସ୍ଥିତ ରାଜ୍ୟ ମୁକ୍ତ ବିଦ୍ୟାଳୟ କେନ୍ଦ୍ର ଠାରେ ଦଶମ ଶ୍ରେଣୀ ରେ ୪ଜଣ ନାମ ଲେଖାଇଥିବା ଛାତ୍ର ବିକାଶ ମେହେର,ନାରାୟଣ ଜଗତ, ରମେଶ ମନହିରା ଓ ସୁବଳ ଭୁଏ ଙ୍କୁ ପୁଷ୍ପଗୁଚ୍ଛ ଦେଇ ଜିଲ୍ଲାପାଳ ଗୌରଭ ଶିବାଜୀ ଇସଲୱାର ସମ୍ବର୍ଦ୍ଧିତ କରିଥିଲେ। ଅଧାରୁ ପାଠ ଛାଡ଼ିଥିବା,ବିଦ୍ୟାଳୟରେ ଆଦୌ ନାମ ଲେଖାଇ

ନ ଥିବା ତଥା ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷାରେ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟ ବ୍ୟାପି ଅଭିଯାନ ହେଉଛି "ଆସ ସ୍କୁଲ ଯିବା" ସଚେତନତା ପଦଯାତ୍ରା ର ମୂଳ ଉଦ୍ଦେଶ୍ୟ।ପିଲାଙ୍କୁ ବିଦ୍ୟାଳୟକୁ ଆଣିବା ଏବଂ ସେମାନଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ କରିବାକୁ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ନାଗ ନିଜର ବକ୍ତବ୍ୟ ରଖିଥିଲେ।ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଏଡିଇଓ ରୀନା କୁମାରୀ ବେହେରା, ସେବାଶ୍ରୀ ଭୋଇ,ପ୍ରବୀର ପଣ୍ଡା, ଦେଓଗାଁ ବ୍ଲକ ଶିକ୍ଷା ଅଧିକାରୀ ମମତା ମହାଡ଼ିକ, ଗୁଡଭେଳା ବ୍ଲକ ଶିକ୍ଷା ଅଧିକାରୀ ନମିତା ଭୋଇ,ପାଟଣାଗଡ ବ୍ଲକ ଶିକ୍ଷା ଅଧିକାରୀ ଶଙ୍କର ପ୍ରସାଦ ମାଝି,ଜରାସିଂହା ନେତ୍ର ଭାନୁ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ ଦଣ୍ଡସେନା,ପେଡାଗୋଜି ସଂଯୋଜିକା ମଧୁସ୍ମିତା ଦାଶ,ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ,ଦେଓଗାଁ ବ୍ଲକ ଉପାଧ୍ୟକ୍ଷା

ସୂର୍ଯ୍ୟକାନ୍ତି ଛତ୍ରିଆ, ସମିତି ସଭ୍ୟ ଅମିତ ତ୍ରିପାଠୀ,ଜିଲ୍ଲା ପରିଷଦ ସଭ୍ୟ ସୁମତି ସେଠ,ମମତା କୁମରା,ସ୍ଥାନୀୟ ସରପଞ୍ଚ କୁଶମଣୀ ମେହେର,ବିଦ୍ୟାଳୟ ଆଲୁମିନି ସଦସ୍ୟ ଲକ୍ଷ୍ମଣ ମେହେର, ସ୍କୁଲ ଏସଏମସି ସଭାପତି ମମତା ସୁନା ଙ୍କ ସମେତ ଶିକ୍ଷକ,ଶିକ୍ଷୟତ୍ରୀ,ଅଭିଭାବକ, ଛାତ୍ରଛାତ୍ରୀ,ଶିକ୍ଷାପ୍ରେମୀ,ସ୍ଥାନୀୟ ନେତୃବୁନ୍ଦ ଓ ଗ୍ରାମବାସୀଙ୍କ ସମେତ ଜିଲ୍ଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ ର କର୍ମଚାରୀ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ  କୁମାର ନାଗ ସ୍ଥାନୀୟ ଖେଳ ପଡିଆ ଠାରେ ବୃକ୍ଷରୋପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like