-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବାବା କପିଳେଶ୍ୱର ଓ ମାଁ ଚରଦେଇଙ୍କ ଦର୍ଶନ କରି କଲାସି ଯାତ୍ରାର ସଫଳତା କାମନା କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ

22-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ପୀଠରେ ହେବାକୁ ଯାଉଥିବା କଲାସି ଯାତ୍ରା ନେଇ ଆଲୋଚନା ଓ ପ୍ରଭୁଙ୍କ ଦର୍ଶନ ପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ନୃପରାଜ ସାହୁ ମନ୍ଦିର ପରିଦର୍ଶନ କରିଥିଲେ।ଏହି ପରିପ୍ରେକ୍ଷୀରେ ମନ୍ଦିର କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ସହ ମନ୍ଦିର ସେବାୟତ, ଶ୍ରଦ୍ଧାଳୁ ଭକ୍ତ ଓ ଅଞ୍ଚଳର ଜନସାଧାରଣଙ୍କ ତରଫରୁ ଜିଲ୍ଲାପାଳଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ଅଣାଯାଇଥିଲା। ଜିଲ୍ଲାପାଳ ଶ୍ରୀ ସାହୁ ପ୍ରଥମେ ବାବା କପିଳେଶ୍ୱରଙ୍କୁ ଦର୍ଶନ କରି ମାଁ ଚରଦେଇଙ୍କ ଆଶୀର୍ବାଦ ନେଇଥିଲେ ।ପରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଟ୍ରଷ୍ଟ ବୋର୍ଡ ସଭାପତି ଶ୍ରୀ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରି ଜିଲ୍ଲାପାଳ ମନ୍ଦିରର ଉନ୍ନତି ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।ଏହି ଅବସରରେ ପୀଠରେ ହେବାକୁ ଯାଉଥିବା କଳସୀ ଯାତ୍ର କିପରି ସଫଳତା ସହିତ ଅନୁଷ୍ଟିତ ହେବ ସେ ନେଇ ବିଶଦ ଆଲୋଚନା କରାଯାଇଥିଲା ।ଯାତ୍ରା ଦିନ ବିଭିନ୍ନ ଗ୍ରାମରୁ ଆସୁଥିବା ବରୁଆ ମାନଙ୍କୁ ଜିଲ୍ଲାପାଳ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ତାଙ୍କ ଠାରୁ  ସମସ୍ୟା ସମ୍ବନ୍ଧୀୟ ଦାବିପତ୍ର ଗ୍ରହଣ କରିଥିଲେ।ଅନୁଷ୍ଟିତ ଏହି ସଭାରେ ବିନିକା ତହସିଲଦାର,ଥାନା ଅଧିକାରୀ,ବିଡ଼ିଓ,ସ୍ଥାନୀୟ ସରପଞ୍ଚ ଉପସ୍ଥିତ ଥିଲେ ।ପରେ ମନ୍ଦିର କମିଟି ସଭାପତି ଶ୍ରୀ ପୃଷ୍ଟି ଜିଲ୍ଲାପାଳଙ୍କୁ ୭ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ।ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ କଳସୀ ଯାତ୍ରାକୁ ସ୍ଵତନ୍ତ୍ର ଅନୁଦାନ ଯୋଗାଇ ଦିଆଯିବା ସହ ବିଭିନ୍ନ ଗ୍ରାମରେ ଥିବା କଲାଶି କୁଠି କୁ ଆର୍ଥିକ ମଞ୍ଜୁର,ଯାତ୍ରାରେ ଅତ୍ୟଧିକ ଭିଡ ଦୃଷ୍ଟିରୁ ଆବଶ୍ୟକୀୟ ସ୍ଥାନ ଦରକାର ପଡୁଥିବାରୁ ମନ୍ଦିର ଚତୁରପାର୍ଶ୍ଵରେ ଥିବା ଜବରଦଖଲ କାରୀଙ୍କୁ ଉଚ୍ଛେଦ କରାଯାଉ,ଦର୍ଶନ ପାଇଁ ଆସୁଥିବା ଭକ୍ତ ଓ ଅନ୍ୟ ସ୍ଥାନରୁ ଆସୁଥିବା ଛତର ସହ ବରୁଆ ଙ୍କୁ ସୁରକ୍ଷା ପ୍ରଦାନ,ଓରମାସ ତରଫରୁ ସ୍ୱଚ୍ଛ ସେବା ଯୋଗାଇ ଦିଆଯାଉ,ମିଶନ ଶକ୍ତି କେନ୍ଦ୍ର ଖୋଲାଯାଉ,ନନ୍ଦନମାଲ ଠାରୁ ଆସିଥିବା ପ୍ରଧାନମନ୍ତ୍ରୀ ରାସ୍ତାକୁ ସମ୍ପୂର୍ଣ୍ଣ କରଣ ସହ ଚରଦା ଗ୍ରାମର ଚାରି ପାର୍ଶ୍ୱ ରାସ୍ତାକୁ ସମ୍ପ୍ରସାରଣ କରାଯାଉ ଆଦି ପ୍ରମୁଖ ଦାବି ରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like