-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||     

HOME   ଜିଲ୍ଲା

ଆମପାଣିକୁ ବ୍ଳକ ଘୋଷଣା ଦାବି ତେଜିଲା ମୂଖ୍ୟମନ୍ତ୍ରୀଙ୍କୁ କ୍ରାୟାନୁଷ୍ଠାନ କମିଟିର ଦାବିପତ୍ର

22-Sep-2025



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଆମପାଣି ପଞ୍ଚାୟତକୁ ନୂତନ ବ୍ଳକ ଘୋଷଣା ଦାବି ଯୋର ଧରିଛି। ଏନେଇ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବରୁ ଧର୍ମଗଡ଼ ଉପଜିଲ୍ଲାପାଳ ଓ କଳାହାଣ୍ଡି ଜିଲ୍ଲାପାଳଙ୍କୁ ୧୦ ପଞ୍ଚାୟତବାସୀ ଦାବିପତ୍ର ପ୍ରଦାନ କରିଥିଲେ। ସୋମବାର ଭୁବନେଶ୍ୱର ଠାରେ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ମାନେ ଧର୍ମଗଡ଼ ବିଧାୟକ ସୁଧିର ପାଟ୍ଟଯୋଷୀଙ୍କ ନେତୃତ୍ବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏବଂ ଆମପାଣି ପଞ୍ଚାୟତରେ ବ୍ଳକ ପାଇଁ ସବୁ ପ୍ରକାରର ଭିତ୍ତିଭୂମି ରହିଛି। ତେଣୁ ଆମପାଣି ଜୋନ-୧ ର ୮ ପଞ୍ଚାୟତ ଓ ଜୟପାଟଣା ବ୍ଳକର ଉଛୁଲା ଓ ପୁଝାରୀଗୁଡା ପଞ୍ଚାୟତକୁ ନେଇ ଆମପାଣି ପଞ୍ଚାୟତକୁ ନୂତନ ବ୍ଳକ ଘୋଷଣା କରିବା ପାଇଁ ଦାବି କରିଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ କ୍ରିୟାନୁଷ୍ଠାନ କମିଟିର ଉପ-ସଭାପତି ଟିକିଚନ୍ଦ୍ର ଧ.ମାଝୀ, କୋଷାଧ୍ୟକ୍ଷ ସୁରେଶ ସାହୁ, ସାଧାରଣ ସମ୍ପାଦକ ଧନୁ ଦୁର୍ଗା, କାର୍ଯ୍ୟକର୍ତ୍ତା ତାପସ ରାୟ,  ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ, ସମିତି ସଭ୍ୟ ନର୍ତ୍ତକି ଦଣ୍ଡସେନା, ବଡ ପୋଡ଼ାଗୁଡ଼ା ସରପଞ୍ଚ  ଯମୁନା ନାଏକ, କୁମୁଦ ଚଦ୍ର ପୁଝାରୀ, ବିନୋଦ କୁମାର ସିଂ, ମୋନୋରଞ୍ଜନ ବାଣୁଆ, ପ୍ରଶାନ୍ତ କୁମାର ମୁନି, ବିଘ୍ନେଶ୍ୱର ନାଏକ, ତିଳୋତ୍ତମା ନାଏକ, ପ୍ରିୟଦର୍ଶନ ନାଏକ,  ଧର୍ମାନନ୍ଦ ନାଏକ, ମଧୁବନ ପାତ୍ର, ତୁଲାରାମ ନାଏକ, ତ୍ରୈଲୋକ୍ୟ ବେଶ୍ରା, କୁଷ୍ଣ ଚନ୍ଦ୍ର ନାଏକ, ଅର୍ଜୁନ ଭାଟି, ସନ୍ତୋଷ କୁମାର ମାଝୀ, କୁମୁଦ ଚନ୍ଦ୍ର ସେଠୀ, ଭାସ୍କର ଦଣ୍ଡସେନା, ରାଜ କୁମାର ପଟେଲ, ବିଜୟ କୁମାର ପଣ୍ଡା, ପଦ୍ମନ ଲୋଚନ ମାଝୀ ସମେତ ଏକ ପ୍ରତିନିଧି ଦଳ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026

You Might Also Like