-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରତାଖଣ୍ଡି ଗ୍ରାମ ରେ ଆମ୍ବେଦକର କ୍ଲବ ପକ୍ଷରୁ ନୂଆଁଖାଇ ଭେଟଘାଟ - 2025 ଅନୁଷ୍ଠିତ

22-Sep-2025



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଗ୍ରାମ ରେ ଆମ୍ବେଦକର କ୍ଲବ ପକ୍ଷରୁ ନୁଆଁଖାଇ ଭେଟଘାଟ - 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଲୋଇସିଂହା ବ୍ଲକ ଲକ୍ଷେଘର ଗଣ୍ଡା ସମାଜ ର ସଭାପତି ଅନନ୍ତ କଲେତ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବିଜେଡ଼ି ବିଧାୟକ ପ୍ରାର୍ଥୀ ନିହାର ରଞ୍ଜନ ବେହେରା ଯୋଗଦେଇ  ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଏକ ଏମିତିକା ପର୍ବ ଯାହା ଭାଇଚାରା, ସମାନତା,  ପରମ୍ପରା ଓ ପରିବାର ସମାଜ କୁ ଗୋଟେ ସୂତ୍ରରେ ବାନ୍ଧି ରଖିବା ସହ ଜାତି ସମାଜ କୁ ଏକ ବନ୍ଧନ ରେ ବାନ୍ଧି ରଖିଥାଏ ବୋଲି ମତ ପ୍ରକାଶ କରିଥିଲେ l ସଂମ୍ମାନିତ ଅତିଥି ଭାବେ ବିଜେଡ଼ି ନେତା ପାଣ୍ଡଵ କୁମ୍ଭାର, ଲୋଇସିଂହା ବିଜେଡ଼ି ମହିଳା ସଭାନେତ୍ରୀ ଜ୍ୟୋସ୍ନାମୟୀ ନାଗ,ରତାଖଣ୍ଡି ସରପଞ୍ଚ ହିମାଞ୍ଚଳ ମେହେର,କଂଗ୍ରେସ ନେତା ଅର୍ଜୁନ ମୁଗ୍ରୀ ପ୍ରମୁଖ ଯୋଗଦେଇ ନୂଆଁଖାଇ ଭେଟଘାଟ ଉପରେ ନିଜ ବକ୍ତବ୍ୟ ରଖିଥିଲେ l ଏହି ଅବସରରେ କୁନିକୁନି ପ୍ରତିଭା ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l

ପରେ ଅଂଚଳ ର କୁନି ପିଲାଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ଦିଲ୍ଲୀପ ମିଶ୍ର ପରିଚାଳନା କରିଥିବା ବେଳେ ଶେଷରେ ଅନନ୍ତ କଲେଥ ଧନ୍ୟବାଦ ଅର୍ପଣ କରିଥିଲେ।ରତାଖଣ୍ଡି ଭଳି ଗ୍ରାମାଞ୍ଚଳ ରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଆୟୋଜନ କୁ ଅଞ୍ଚଳ ରେ ଖୁବ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like