-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ସମ୍ମୁଖରେ ୬ ଦଫା ଦାବି ନେଇ ଗର୍ଜିଲେ ମିଶନ ଶକ୍ତି ମହିଳା

23-Sep-2025



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜ଼ିଲ୍ଲା କୋକସରା ପଞ୍ଚାୟତ  ସମିତି ସମ୍ମୁଖରେ  ନିଜର ହକ ପାଇଁ ୬ ଦଫା ଦାବି ନେଇ ମିଶନ ଶକ୍ତି ମହିଳା ଙ୍କ ଗଣଧାରଣା ଦେଇ ଥିବା ଦେଖିବାକୁ ମିଳିଛି |କୋକସରା 
ପଞ୍ଚାୟତ  ସମିତି ର ଶତାଧିକ ମିଶନ ଶକ୍ତି ମହିଳା ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦେବା ସୂଚନା ମିଳିଛି |ଛଅ ମାସର ବକେୟା ରାଶି  ସହ ସ୍ଥାୟୀ ଦରମା ଦାବିରେ ଆନ୍ଦୋଳନ କୁ ଓଲ୍ହାଇଛନ୍ତି ମିଶନ ଶକ୍ତି ମହିଳା।କଳାହାଣ୍ଡି ଜିଲ୍ଲା କୋକସରା 
ପଞ୍ଚାୟତ ସମିତି ଅଫିସ ସମ୍ମୁଖରେ ଧାରଣା ଦେବା ସହ ପ୍ରତିବାଦ କରିଥିବାର ଦେଖିବାକୁ ମିଳିଛି।ଏଥିରେ କୋକସରା ବ୍ଲକ ର ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ,ଏମ.ବି.କେ,ସି.ଆର.ପି.ବ୍ୟାଙ୍କ ମିତ୍ର ସାମିଲ ହୋଇଥିବା ଦେଖିବାକୁ ମିଳିଛି।ଯେ ପର୍ଯ୍ୟନ୍ତ ଦାବୀ ପୂରଣ ହେବ ନାହିଁ ସେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ମିଶନ ଶକ୍ତି ମହିଳା ମାନେ ସରକାର ଙ୍କୁ ଚେତାବନୀ ଦେଇଛନ୍ତି ।ଧାରଣା ସ୍ଥଳ କୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆସିନଥିବା ଯୋଗୁଁ  ଏବିଡ଼ିଓ ଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଦାବି ପତ୍ର ପ୍ରଦାନ କରାଯାଇଛି|ଏବିଡ଼ିଓ ଆନ୍ଦୋଳନକାରୀ ଙ୍କୁ ଧାରଣା ରୁ ଉଠିବା ପାଇଁ ବୁଝାସୁଝା କରିଥିଲେ ମଧ୍ୟ ଆନ୍ଦୋଳନକାରୀ ତାଙ୍କ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି  ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି |ଆନ୍ଦୋଳନ ରେ ଶତାଧିକ ମିଶନ ଶକ୍ତି ମହିଳା ଙ୍କ ମଧ୍ୟରୁ ଏମ.ବି. କେ, ସିଆରପି, ବ୍ୟାଙ୍କ ମିତ୍ର ରହିଥିବା ଦେଖାଯାଇଛି |ଏମାନଙ୍କ ମଧ୍ୟରୁ କୋକସରା ବ୍ଲକ ଏମବିକେ ସଭାନେତ୍ରୀ କୁନି ରଣା, ଏମ. ବି. କେ  ବୈଶାଳୀ ଠାକୁର, ଇନ୍ଦୁ ରେଖା ବାଗ,ସୁନିତା ନାଗ, ବ୍ୟାଙ୍କ ମିତ୍ର ମିତା ନାଏକ,ସିଆରପିସିଏମ ଅଞ୍ଜଳି ଦଣ୍ଡସେନା, ସିଆରପି ସଂଘ ର ସମ୍ପାଦିକା ଅଞ୍ଜଳି ସିଂ, ସି ଆରପି ସି ଆର ପ୍ରେମ ଶିଳା ପାଣିଗ୍ରାହୀ, ସଭ୍ୟାରାଣୀ ରାଉତ, ବ୍ୟାଙ୍କ ମିତ୍ର ଗିରିସୁତା ସୁନାନୀ, ରଞ୍ଜିତା ଦୁର୍ଗା, ସଂଯୁକ୍ତା ନାୟକ, କଳ୍ପନା କୁମାର, ବବିତା କୁମାର, ମଞ୍ଜୁଳା ନାୟକ, ଗଜ ରାଉତ, ଯୋଜିତା କୁମାର, ଆରତୀ ଦୁର୍ଗା, କ୍ଷୀରାର୍ବଧି ସୁନାନୀ, ଗୋମତୀ ଖରସେଲ, ଟିକି ବାଗ, କୌଶଲ୍ୟା,ପ୍ରମୁଖ ଉପସ୍ଥିତ ରହି ଆଜିର ଆନ୍ଦୋଳନ ରେ ଭାଗ ନେଇ ୬ ଦଫା ଦାବି ପୂରଣ କରିବା ପାଇଁ ରାଜ୍ୟ ସରକାର ଙ୍କୁ ଅନୁରୋଧ କରିଥିବା ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like