-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ଅଫିସ ସମ୍ମୁଖରେ ମିଶନ ଶକ୍ତି ମହିଳା ଙ୍କ ଧାରଣା

23-Sep-2025



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ପଂଚାୟତ ସମିତି ଅଫିସ  ସମ୍ମୁଖରେ ମିଶନ ଶକ୍ତି ମହିଳା ଙ୍କ ଆନ୍ଦୋଳନ l ଛଅ ମାସ ର ବକେୟା ରାଶି  ଓ ସ୍ଥାୟୀ ଦରମା ଦାବିରେ ଆନ୍ଦୋଳନ କୁ ଓଲ୍ହାଇଛନ୍ତି ମିଶନ ଶକ୍ତି ମହିଳା l ପଂଚାୟତ ସମିତି ଅଫିସ ସମ୍ମୁଖରେ ଧାରଣା ଓ ପ୍ରତିବାଦ କରିବା ଦେଖିବାକୁ ମିଳିଛି l ଏଥିରେ ଲୋଇସିଂହା ବ୍ଲକ ର ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ ଏମ.ବି.କେ, ସି.ଆର.ପି.ସି.ଏମ ସାମିଲ ହୋଇଥିବା ଦେଖିବାକୁ ମିଳିଛି l ଯେ ପର୍ଯ୍ୟନ୍ତ ଦାବୀ ପୂରଣ ହେବନାହିଁ ସେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ l ଧାରଣା ସ୍ଥଳ କୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଅକ୍ଷୟ ପାଣି ଉଡ୍ଡୁ ଏବଂ ଏବିଡ଼ିଓ କିଶୋର ମାନସିଂ ଯାଇ ଆନ୍ଦୋଳନକାରୀ ଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଆନ୍ଦୋଳନକାରୀ ତାଙ୍କ ଜିଦ ରେ ଅଟଳ ଥିବା ଦେଖିବାକୁ ମିଳିଥିଲା l ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନ କାରୀ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026
  ଜିଲ୍ଲା  
ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   17-Jun-2026
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026

You Might Also Like