-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ପ୍ରଶାସନ ତରଫରୁ ବଜ୍ରପାତ ସତର୍କତା ସମ୍ବନ୍ଧୀୟ ସଚେତନତା ରଥର ଶୁଭାରମ୍ଭ

23-Sep-2025



ବଲାଙ୍ଗୀର(ଦେବାଶିଷ ବହିଦାର): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ବିପର୍ଯ୍ୟୟ  ପରିଚାଳନା କର୍ତ୍ତୁପକ୍ଷ ଓ ଜିଲ୍ଲା ପ୍ରଶାସନଙ୍କ ତରଫରୁ ବଜ୍ରପାତ ସତର୍କତା ସମ୍ବନ୍ଧୀୟ ୩ଟି ସଚେତନତା ରଥକୁ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଉକ୍ତ ରଥ ବଲାଙ୍ଗିର ଜିଲ୍ଲାର ସମସ୍ତ ୧୪ ଗୋଟି ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତ,୩ଟି ବିଜ୍ଞାପିତ ଅଞ୍ଚଳ ପରିଷଦ, ୨ଟି ପୌରପରିଷଦ ଗସ୍ତ କରି ଜନସାଧାରଣଙ୍କୁ ବଜ୍ରପାତ ବା ବିଜୁଳି ମାରିବା ଯୋଗୁଁ ଅନେକ ଜୀବନ ହାନି ହେଉଛି ଏଥିରୁ ରକ୍ଷା ପାଇବା ନିମନ୍ତେ ବିଭିନ୍ନ ଉପାୟମାନ ଅବଲମ୍ଭନ କରି ଜୀବନ ହାନିରୁ ରକ୍ଷା ପାଇ ପାରିବା ଏହା ହିଁ ସଚେତନତା ରଥର ମୁଖ୍ୟ ଉଦ୍ଦେଶ୍ୟ, ଏହା ସହ ସାପ କାମୁଡା (ସର୍ପାଘାତ) ହୋଇଥିଲେ  କଣ କରିବା ଉଚିତ କଣ ନକରିବା ଉଚିତ ର ସଚେତନତା ବାର୍ତ୍ତା ମଧ୍ୟ ଏହି ରଥ ମାଧ୍ୟମରେ ପ୍ରଚାର ପ୍ରସାର କରାଯାଉଅଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ରାମ ନାରାୟଣ ମିଶ୍ର, ଜିଲ୍ଲା ପ୍ରୋଗ୍ରାମ ଅଧିକାରୀ, ମହେନ୍ଦ୍ର ସ୍ଵାଇଁ, ଜିଲ୍ଲା ସାଂସ୍କୃତିକ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି ଓ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026

You Might Also Like