-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରତିବାଦ,ସ୍ୱର ସହ ନିଜ ଶକ୍ତିକୁ ନାରୀ ଜାହିର କରିବା ଆବଶ୍ୟକ-ସୁବର୍ଣ୍ଣପୁର ଜିଲ୍ଲାପାଳ (ବିନିକାରେ ମହିଳା ସୁରକ୍ଷା ସଚେତନତା ଅଭିଯାନ)

23-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ପୋଲିସ ତରଫରୁ ଏବଂ ବିନିକା ମହିଳା ଜୁନିଅର କଲେଜ ଓ ସ୍ଵର୍ଣ୍ଣଶିଖା ଚାରିଟେବୁଲ ଟ୍ରଷ୍ଟର ମିଳିତ ସହଯୋଗରେ ବିନିକା ସ୍ଥିତ ହୋଟେଲ ଚନ୍ଦ୍ରମା ସଭାଗୃହ ଠାରେ ଆଜି ମହିଳା ସୁରକ୍ଷା ସଚେତନତା ଅଭିଯାନ ଅର୍ଥାତ ସ୍ଵୟଂସିଦ୍ଧା ନାରୀ ଶକ୍ତି ସୁରକ୍ଷା ଆମର ମୌଳିକ ଅଧିକାର ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନାରୀ କୌଣସି କ୍ଷେତ୍ରରେ ଦୂର୍ବଲା ନୁହେଁ ।କାରଣ ପ୍ରତିବାଦ,ସ୍ୱର ସହ ନିଜର ଶକ୍ତିକୁ ଠିକ ଭାବେ ଜାହିର କରି ପାରିଲେ ନାରୀର ଲକ୍ଷ୍ୟ ସାଧନ ହୋଇପାରିବ ।ଉଦାହରଣ ସ୍ୱରୂପ ରାସ୍ତାରେ ଝିଅ ମାନେ ଯିବା ସମୟରେ ଯଦି କେହି ଜଣେ ଯୁବକ କୌଣସି ଏକ ଝିଅକୁ କମେଣ୍ଟ କରେ ତେବେ ଉପସ୍ଥିତ ଥିବା ସମସ୍ତ ଝିଅ ନିର୍ଭୟରେ ତାର ସାମନା କରି ତାକୁ ଚପଲ ଦ୍ଵାରା ଉଚିତ ଦଣ୍ଡ ଦେଲେ ସେହି ବ୍ୟକ୍ତି ପୁନର୍ବାର ଆଉ ଭୁଲ କାମ କରିବ ନାହିଁ ଯାହା ଫଳରେ ଅନ୍ୟ ମାନେ ମଧ୍ୟ ଏଥିରୁ କିଛି ଶିକ୍ଷା ପାଇ ଭୁଲ କରିବାକୁ ଯିବେନି ।ତେଣୁ ନାରୀ ଭୟଭୀତ ନହୋଇ ସୁରକ୍ଷା ପାଇଁ ନିଜର ମୌଳିକ ଅଧିକାରକୁ ସାବ୍ୟସ୍ତ କରିବାକୁ ପରାମର୍ଶ ଦେଇଥିଲେ।

ତେଣୁ ମିଳିତ ଭାବେ ସମସ୍ତେ ଏକଜୁଟ ହୋଇ କାର୍ଯ୍ୟ କଲେ ଜନସାଧାରଣ ସଚେତନ ହେବା ସହିତ ପରିବର୍ତ୍ତନ ଆସିବ ବୋଲି ଜିଲ୍ଲାପାଳ କହିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ନାରୀ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।ଅନ୍ୟତମ ସମ୍ମାନିତ ଅତିଥି ଭାବେ ବିନିକା ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ ଉପସ୍ଥିତ ଥିଲେ ।ଏହି ପରିପ୍ରେକ୍ଷୀରେ ଅଧ୍ୟାପକ ଅଶୋକ ବିଶି ଓ ଅଧ୍ୟାପିକା ବୈଜୟନ୍ତୀଙ୍କ ନିର୍ଦ୍ଦେଶନାରେ ଛାତ୍ରୀ ମାନଙ୍କ ଦ୍ଵାରା କ୍ଷୁଦ୍ର ନାଟିକା "ବାଲ୍ୟ ବିବାହ ଏକ ଘୃଣ୍ୟ ପ୍ରଥା" ପ୍ରଦର୍ଶିତ ହୋଇଥିଲା ।ସେହିପରି ଅଧ୍ୟାପିକା ବିନ୍ଦୂଳତା କରଙ୍କ ପ୍ରଚେଷ୍ଟାରେ ଛାତ୍ରୀ ମାନଙ୍କ ଦ୍ଵାରା ଜୟ ଜାଗୃତି ନୃତ୍ୟ ପରିବେଷଣ ସମସ୍ତଙ୍କୁ ମୁଗ୍ଧ କରିଥିଲା । କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ପୋଲିସ ଡିଏସପି ରେଣୁକା ସୁନା,ରଜେଶ୍ୱରି ଭୋଇ,ଆଇନଜୀବୀ ସବିତା ପଣ୍ଡା,ସାମାଜିକ କର୍ମୀ ଶ୍ରଦ୍ଧାଞ୍ଜଳି ମିଶ୍ର,ପ୍ରୀତିପ୍ରଜ୍ଞା ପୁରୋହିତ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ।ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷ ଓ ଛାତ୍ରୀ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ।ସଚେତନତା ଶିବିରରେ ସ୍ଵର୍ଣ୍ଣଶିଖା ଚାରିଟେବୁଲ ଟ୍ରଷ୍ଟର ସଭାପତି ମଧୁମିତା ପରମଗୁରୁ ସଭାପତିତ୍ୱ କରିଥିବା ବେଳେ ମଞ୍ଚ ପରିଚାଳନାରେ ସସ୍ମିତା ପରମ ଗୁରୁ ଓ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ଦାୟିତ୍ଵ ତୁଲାଇଥିଲେ । ଶେଷରେ ଅଧ୍ୟାପିକା ବୈଜୟନ୍ତୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଅନୁଷ୍ଟିତ ଏହି ସଚେତନତା ଶିବିରରେ ଅଧ୍ୟୟନରତ ଛାତ୍ରୀ,ଶିକ୍ଷାପ୍ରେମୀ,ସଚେତନ ନାଗରିକ,ଗଣମାଧ୍ୟମ ପ୍ରତିନିଧି ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like