-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଆଜି ବ୍ରହ୍ମଚାରିଣୀ ବେଶରେ ମା ସୁରେଶ୍ଵରୀ ଓ ଭଗବତୀଙ୍କ ବ୍ରହ୍ମଚାରିଣୀ ବେଶ*

23-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ନବରାତ୍ରର ଦ୍ବିତୀୟ ଦିନରେ ସୋନପୁରର ଇଷ୍ଟ ଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ସପ୍ତସତୀ ଚଣ୍ଡୀଯଜ୍ଞ ଚାଲୁ ରହିଥିବା ବେଳେ ଆଜି ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ବ୍ରହ୍ମଚାରିଣୀ ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି l ମନ୍ଦିରରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ଦ୍ୱିତୀୟ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ସନ୍ଧ୍ୟା ୬ ଟା ବେଳକୁ ଚଣ୍ଡୀ ଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ମଧ୍ଯ ବ୍ରହ୍ମଚାରିଣୀ ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ନବରାତ୍ରର ଦ୍ବିତୀୟ ଦିନରେ ବ୍ରହ୍ମଚାରିଣୀ ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l ଆଜି ମା’ଙ୍କ ବ୍ରହ୍ମଚାରିଣୀ ବେଶ ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ l ମାତା ଦୁର୍ଗାଙ୍କର ନବ ଶକ୍ତିର ଦ୍ୱୀତୀୟ ସ୍ୱରୂପଟି ହେଉଛି ବ୍ରହ୍ମଚାରିଣୀ। ଏଠାରେ ‘ବ୍ରହ୍ମ’ ଶଦ୍ଦର ଅର୍ଥ ହେଉଛି ତପସ୍ୟା l ‘ବ୍ରହ୍ମ’ର ଅର୍ଥ ତପସ୍ୟା ଏବଂ ଏ ଦୃଷ୍ଟିରୁ ସେ ତପଶ୍ଚାରିଣୀ ଦେବୀଙ୍କର ଏ ରୂପ ହେଉଛି- ଜ୍ୟୋତିରୂପ ତାଙ୍କର ବାମ ହସ୍ତରେ କମଣ୍ଡଳୁ ଓ ଦକ୍ଷିଣ ହସ୍ତରେ ଜପମାଳା ପରିଲକ୍ଷିତ ହୁଏ l ପୁରାଣ ପ୍ରସଙ୍ଗ ଅନୁସାରେ, ନାରଦଙ୍କ ପରାମର୍ଶରେ ଶୈଳପୁତ୍ରୀ ଶିବଙ୍କୁ ପତି ରୂପେ ପାଇବା ପାଇଁ କଠୋର ତପସ୍ୟା କରିଥିଲେ । ତାହାର ଅବଧି ଥିଲା ତିନି ସହସ୍ର ବର୍ଷ ସେହି ସମୟରେ ପତ୍ର 'ପର୍ଣ୍ଣ' ଆକାର ମଧ୍ୟ ପରିତ୍ୟାଗ କରିବାରୁ ତାଙ୍କର ନାମ ହୋଇଥିଲା ‘ଅପର୍ଣ୍ଣା' ସେହି ତପସ୍ୟା ଫଳରେ ତ୍ରିଲୋକରେ ଆଲୋଡନ ସୃଷ୍ଟି ହୋଇଥିଲା l ପିତାମହ ବ୍ରହ୍ମା ତାଙ୍କୁ ଆଶୀର୍ବାଦ କରି କହିଥିଲେ- ଶିବଙ୍କୁ ସେ ପତି ରୂପେ ପାଇବେ l ଏଣୁ ଏହି ବ୍ରହ୍ମଚାରିଣୀ, ତପଶ୍ଚାରିଣୀଙ୍କ ଉପାସନା ଫଳରେ ମନୁଷ୍ୟ ତାହାର ସ୍ବଭାବରେ ତପ, ତ୍ୟାଗ, ବୈରାଗ୍ୟ, ସଦାଚାର ଓ ସଂଯମ ଲାଭ କରେ ତାଙ୍କର ପୂଜା ସାଧକକୁ ମାଧିଷ୍ଠାନ ଚକ୍ରରେ ସ୍ଥିତ କରେ l ସହରର ଥନାପତି ପଡାରେ ମଧ୍ୟ ମା ଙ୍କ ନବରାତ୍ରୀ ପୂଜା ଧୁମଧାମରେ ଚାଲିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like