-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ନୟାଗଡ଼ ଜିଲ୍ଲାର ୩ ଗୋଟି ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ।

28-Jan-2021



ଭୁବନେଶ୍ୱର(ପ୍ରେରଣା ଖବର) ଆଜି ସୁଦ୍ଧା ୫୦ରୁ ଅଧିକ ବ୍ୟକ୍ତି ବିଶେଷ ପୋଷ୍ୟ ସ୍କୁଲ ଗ୍ରହଣ କରିଥିବା ସୂଚନା ମିଳିଛି। ଯେଉଁଥିରେ ମନ୍ତ୍ରୀ, ବିଧାୟକ, ଆଇଏଏସ୍, ଆଇପିଏସ୍, ଆଇଏଫ୍ଏସ୍, ବିଭିନ୍ନ ପରିଷଦର ଅଧ୍ୟକ୍ଷ ଅଧ୍ୟକ୍ଷା ରହିଛନ୍ତି।ସ୍କୁଲରେ ହିଁ ଆମ ବ୍ୟକ୍ତିତ୍ବର ମୂଳଦୁଆ ପଡ଼ିଥାଏ ।  ଶିକ୍ଷା ହିଁ ସଭ୍ୟତା ଓ ସଂସ୍କାରକୁ  ଆଗକୁ ନେଇଥାଏ ଏବଂ ରୂପାନ୍ତରର ଭିତ୍ତି ପକାଇଥାଏ । ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସ୍କୁଲ’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗିଦାରୀ ହୋଇପାରିବ । ତାହା ଭିତ୍ତିଭୂମି ବିକାଶ ହେଉ ବା ଶିକ୍ଷାଦାନ । ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡ଼ିଆ ସାମିଲ ହୋଇ ସେମାନେ ପଢ଼ିଥିବା ବିଦ୍ୟାଳୟର କାୟାକଳ୍ପରେ ସାମିଲ ହୋଇଛନ୍ତି ।ଏହି ପରିପ୍ରେକ୍ଷୀରେ ଆଜି ପୋଷ୍ୟ ସ୍କୁଲ ଗ୍ରହଣରେ ସାମିଲ ହୋଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ। ଶ୍ରୀ ସାହୁ ଏହା କହିଛନ୍ତି ଯେ ମାନ୍ୟବର "ମୁଖ୍ୟମନ୍ତ୍ରୀ ମୋ ସ୍କୁଲ" ଅଭିଯାନରେ ମୁଁ ନୟାଗଡ଼ ଜିଲ୍ଲାର ୩ଟି ବିଦ୍ୟାଳୟ ଯଥା ମଧ୍ୟଖଣ୍ଡ ହାଇସ୍କୁଲ, କିଶୋର ଚନ୍ଦ୍ର ବିଦ୍ୟାପୀଠ ଓ ରାସଙ୍ଗ ସରକାରୀ ୟୁପି ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ ପାଇଁ ଆଗ୍ରହ ପ୍ରକାଶ କରିଛ ବୋଲି ସେ ଆଜି କହିଛନ୍ତି । ଆଜି ସୁଦ୍ଧା ୫୦ରୁ ଅଧିକ ବ୍ୟକ୍ତି ବିଶେଷ ପୋଷ୍ୟ ସ୍କୁଲ ଗ୍ରହଣ କରିଥିବା ସୂଚନା ମିଳିଛି। ଯେଉଁଥିରେ ମନ୍ତ୍ରୀ, ବିଧାୟକ, ଆଇଏଏସ୍, ଆଇପିଏସ୍, ଆଇଏଫ୍ଏସ୍, ବିଭିନ୍ନ ପରିଷଦର ଅଧ୍ୟକ୍ଷ ଅଧ୍ୟକ୍ଷା ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like