-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ଦଳିତ ଶିକ୍ଷକ ସଂଘର ନୂଆଖାଇ ଜୁହାର ଭେଟ "ଶିକ୍ଷା ବିନା ସମାଜ ପରିକଳ୍ପନା ଅସମ୍ଭବ"

23-Sep-2025



ବଲାଙ୍ଗୀର(ଦେବାଶିଷ ବହିଦାର): ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଦଳିତ ଶିକ୍ଷକ ସଂଘର ଜିଲ୍ଲା ସ୍ତରୀୟ ନୂଆଁଖାଇ ଜୁହାର ଭେଟ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି କୃଷ୍ଣ ଚନ୍ଦ୍ର ବାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ତରଣୀ ସୁନା ମୁଖ୍ୟ ଅତିଥି,ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ର ଇଂରାଜୀ ଅଧ୍ୟାପିକା ପ୍ରଫେସର ଡ଼କ୍ଟର ରମଣୀ ନାଏକ ବିଶେଷ

ଅତିଥି,ଉପଦେଷ୍ଟା ବସୁଦେବ ମୁଗ୍ରୀ,ଲୋଚନ ଛତ୍ରିଆ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଶିକ୍ଷା ପ୍ରଗତିର ମୂଳ ଏବଂ ଶିକ୍ଷା ବିନା ସମାଜ ର ପରିକଳ୍ପନା ଅସମ୍ଭବ।ତେଣୁ ସମସ୍ତେ ଶିକ୍ଷା ଗ୍ରହଣ କରି ଦେଶ ପ୍ରଗତି ରେ ଭାଗୀଦାରୀ ହେବାକୁ ଆହ୍ଵାନ ଦେଇଥିଲେ | ଦେଶର ପ୍ରଥମ ଶିକ୍ଷୟତ୍ରୀ ସାବିତ୍ରୀ ବାଈ ଫୁଲେ, ସମ୍ବିଧାନ ପ୍ରଣେତା ବାବା ସାହେବ ଡ. ବି. ଆର.ଆମ୍ବେଦକର ଓ ତଥାଗତ ଗୌତମ ବୁଦ୍ଧ ଙ୍କ ତୈଳ ଚିତ୍ର ରେ ଦୀପ ପ୍ରଜ୍ବଳନ ଓ ବୁଦ୍ଧ ବନ୍ଦନା ପରେ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରାଯାଇଥିଲା | ଜିଲା ସ୍ତରୀୟ ଉକ୍ତ ନୁଆଁଖାଇ ଜୁହାର ଭେଟ କାର୍ଯ୍ୟକ୍ରମ ରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରି ସମାଜ ପାଇଁ ଗୌରବ ଆଣିଥିବା ପ୍ରତିଭା ଯଥା:ସାହିତ୍ୟ ଓ ସମାଜ ସେବା କ୍ଷେତ୍ର ରେ ରତିନ୍ଦ୍ର କୁମାର ରାୟ, ଲୋକନାଥ ସୁନା, ଖେଳ କୁଦରେ ପ୍ରିୟବ୍ରତ ନାଗ, ରୁକ୍ମିଣୀ ରାଣୀ ସୁନା, ସାହିଳ କୁମ୍ଭାର, ଦିୟା ସାଗର, ଉଚ୍ଚ ଶିକ୍ଷା କ୍ଷେତ୍ର ରେ ଡାକ୍ତରୀ ଛାତ୍ର ଚୂଡ଼ାମଣି ବାଗ, ଏନଆଇଟି ଛାତ୍ରୀ ପ୍ରତିଭାଶ୍ରୀ ବାଗ, ଆଇଆଇଟି ଛାତ୍ର ଶୈଳୀନ କୁମ୍ଭାର,ଆଇଆଇଏଫଟି ଛାତ୍ରୀ ପ୍ରିୟଙ୍କା ଦୀପ,ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ପ୍ରଦୀପ କୁମାର ଛତ୍ରିଆ, ମୁକେଶ ବାରିକ, ସାଂସ୍କୃତିକ ଓ ସଂଗୀତ କ୍ଷେତ୍ରରେ ଡ. ନୀଳାଞ୍ଚଳ ନନ୍ଦ ଙ୍କୁ ପୁଷ୍ପାଗୁଚ୍ଛ,ଉପଢୌକନ ଓ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା। ବିଭିନ୍ନ ଅନୁଷ୍ଠାନ ରୁ ନେତୃତ୍ୱ ନେଉଥିବା ବ୍ୟକ୍ତିବିଶେଷ ଯଥା ଜିଲ୍ଲା ଦଳିତ ସମାଜ ବଲାଙ୍ଗୀର ର ଆବାହକ ବିଜୟ ଚନ୍ଦ୍ର ବାରିକ, ଜିଲ୍ଲା ଅଭିଭାବକ ସଂଘ ସଭାପତି ସୀତାରାମ କୁମ୍ଭାର, ଜ୍ୟୋତିଷ ମୁଗ୍ରୀ, ପଶ୍ଚିମ ଓଡିଶା ମହିଳା ସଂଗଠନ ସଭାନେତ୍ରୀ ସବିତା ନନ୍ଦ, ଜ୍ଞାନ ଜ୍ୟୋତି ମାତା ସାବିତ୍ରୀ ବାଈ ଫୁଲେ ସଂଗଠନ ର ସଭାନେତ୍ରୀ ରୁପାଲୀ ମହାନନ୍ଦ, ଲକ୍ଷେ ଘର ଗଣ୍ଡା ସମାଜର ପ୍ରତିଷ୍ଠାତା ଉପଦେଷ୍ଟା ସତ୍ୟାନନ୍ଦ ସୁନା, ସର୍ବଭାରତୀୟ ଅନୁସୂଚିତ ଜାତି ଜନଜାତି ରେଳ କର୍ମଚାରୀ ସଂଗଠନ ର ସଭାପତି ସୁଶୀଳ ଛତ୍ରିଆ, ପୋଲିସ ସଂଘ ର ସଭାପତି ରମାକାନ୍ତ ସୁନା, ଗବେଷକ ତରଣୀସେନ ଦୀପ, ଉପଦେଷ୍ଟା ନେପାଳ ଚନ୍ଦ୍ର ବାଗ, ସମାଜସେବୀ ରବୀନ୍ଦ୍ର ସୁନା, ବଟୁ ନାଗ, ଡ. ବିପିନ କୁଶଳିଆ, ବରିଷ୍ଠ ସାମ୍ବାଦିକ କୁନା ବାଗ, ଆଡଭୋକେଟ ଦିନେଶ ନାଗ, କିଶୋର କୁମ୍ଭାର ପ୍ରମୁଖଙ୍କୁ ପୁଷ୍ପଗୁଚ୍ଛ,ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷୟତ୍ରୀ ରୀନା ନାଗ, ଯଶୋବନ୍ତି କୁମ୍ଭାର, ରୁକ୍ମିଣୀ ବାଗ, ଜ୍ୟୋସ୍ନାରାଣୀ ବରିହା ମାନପତ୍ର ପଠନ କରିଥିଲେ। 
କାର୍ଯ୍ୟକ୍ରମ ର ଦ୍ଵିତୀୟାର୍ଦ୍ଧରେ ବରିଷ୍ଠ କଳାକାର ନବୀନ

କୁଅଁର,ଦିଲୀପ ଦୀପ, ମାନବତାବାଦୀ ସଂସ୍କୃତି ବାହକ ବଲାଙ୍ଗୀର ର ଟିକୁ ବିଶି,ରୁପେଶ ଯୋଯୋ ଓ ତାଙ୍କ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନେ ରେକର୍ଡ ଡାନ୍ସ ପରିବେଷଣ କରିଥିଲେ। ଜିଲ୍ଲା ସ୍ତରୀୟ ଉକ୍ତ କାର୍ଯ୍ୟକ୍ରମ ରେ ସଂଗଠନ ର କାର୍ଯ୍ୟକର୍ତ୍ତା ପରୀକ୍ଷିତ କୁମ୍ଭାର, ମହଡ ବାରିକ,ହେମନ୍ତ ଛତ୍ରିଆ, ଶିବ ଜାଲ,ସିଦ୍ଧେଶ୍ୱର ତାଣ୍ଡି,ଚୌଧୁରୀ ତାଣ୍ଡି, ନୀଳକଣ୍ଠ ସୁନା,ସୁରେଶ ବାରିକ,ଅକୁର ସୁନା ଙ୍କ ସମେତ ସମସ୍ତ ସଭ୍ୟ ସଭ୍ୟା କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ଶିକ୍ଷକ ଗଜମଣୀ ମଞ୍ଚ ପରିଚାଳନା କରିଥିବା ବେଳେ ସମ୍ପାଦକ ସୂର୍ଯ୍ୟମଣୀ ସୁନା ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like