-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ ।

23-Sep-2025



(ରାମନାଥ ପଣ୍ଡା)
 ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ବୋଡ଼େନ ଗୋଷ୍ଠୀ ଶିକ୍ଷା  କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ  ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି. । ଅନୁଷ୍ଟିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରେମସିଲା ନାଗ , ସମ୍ମାନିତ ଅତିଥି ଭାବରେ ଡି ଏସ ଏସ ଓ ଅନନ୍ତ ରାମ ହେମ୍ରମ, ବିଡିଓ ସୁଶାନ୍ତ କୁମାର ରଣା, ବି ଇ ଓ ରୁଦ୍ରେଶ୍ୱର ମେହେର , ସିଡିପିଓ  ଅର୍ଚ୍ଚନା ରାଉତ, ଜିଲ୍ଲା ଭିନ୍ନକ୍ଷମ ସମିତି ସଭାପତି ଅଚ୍ୟୁତା ନନ୍ଦ ସୁନାନି, ସମ୍ପାଦକ  ଦିଲ୍ଲୀପ କୁମାର ଷଡ଼ଙ୍ଗୀ , ବୋଡ଼େନ ବି ଏସ ଏସ ଓ କୁମର ମାଝୀ ପ୍ରମୁଖ ମଞ୍ଚାଶିନ ଥିଲେ । ଅନୁଷ୍ଟିତ ଶିବିରଟି ବ୍ଲକ ପ୍ରଶାସନର ସଚେତନତା ଅଭାବରୁ କମ ସଂଖ୍ୟାରେ ଭିନ୍ନକ୍ଷମଙ୍କ  ଉପସ୍ଥିତି ହୋଇଥିବାରୁ ଶିବିରଟି ଖାଲି ଖାଲି ଜଣା ପଡ଼ୁଥିବା ଅଭିଯୋଗ ହୋଇଥିବା ବେଳେ ଅବ୍ୟବସ୍ଥା ଘେରରେ ଶିବିରଟି ଶେଷ ହୋଇଥିବା ଅନୁମେୟ କରାଯାଇଥିଲା । ଶିବିରରେ ୨୧୩ ଜଣ ଭିନ୍ନକ୍ଷମଙ୍କ ନାମ ପଞ୍ଜୀକୃତ ମଧ୍ୟରୁ ଅସ୍ଥିଶଲ୍ୟ ରୁ ୯୦ ଜଣ,ଶ୍ରାବଣ ବାଧିତ ରୁ ୨୭ , ଚକ୍ଷୁ  ବାଧିତ ୦୯ , ମାନସିକ ଅନଗ୍ରସର ୩୮ ,ରକ୍ତ ହୀନତା ୧୧, ଦୀର୍ଘକାଳୀନ ସ୍ନାୟୂଜାତ ରୋଗ ୦୮ , ବସ ପାସ ୨୭ , ଡି ଆର ଆଇ ଲୋନ୍ ୦୧ , ପେନସନ ୦୧ ଓ ବାଣିଶ୍ରୀ ୦୧ ବିଭାଗରେ ପଞ୍ଜୀକୃତ କରାଯାଇଥିଲା । ବିଭାଗୀୟ ଡାକ୍ଟର ମାନେ ଉପସ୍ଥିତ ରହି ପଞ୍ଜୀକୃତ ଭିନ୍ନକ୍ଷମ ମାନଙ୍କୁ ପରୀକ୍ଷା କରିଥିଲେ ।ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବ୍ଲକର ସମସ୍ତ  ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିବା ବେଳେ ଜୁନିୟର ଆସିଷ୍ଟାଣ୍ଟ ହିତେଶ କୁମାର ଆଡବାହି ଓ ଚିତ୍ତରଞ୍ଜନ ଦଣ୍ଡସେନାଙ୍କ ସହିତ ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜର ଅଧ୍ୟାପକ କିଶୋର କୁମାର କର୍ଣ୍ଣଙ୍କ  ସହ ଜାତୀୟ ସେବା ସଂସ୍ଥାର ସ୍ବେଚ୍ଛାସେବୀ ମାନେ ଅଂଶଗ୍ରହଣ ପୂର୍ବକ ପୂର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like