-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

*ସୋନପୁର କଲେଜକୁ ସରକାରୀ ମାନ୍ୟତା ନେଇ ବିଭିନ୍ନ ମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା*

23-Sep-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ମହାବିଦ୍ୟାଳୟ ଆଲୁମିନୀ ଏସୋସିଏସନ୍ (ପୂରାତନ ଛାତ୍ର ସଂଘ) ର ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଗସ୍ତ କରିବା ସହ ବିଭିନ୍ନ ମନ୍ତ୍ରୀ ଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି l ସଂଘ ପକ୍ଷରୁ କଲେଜ ରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ତଥା କଲେଜ କୁ ସରକାରୀ ମାନ୍ୟତା ପ୍ରଦାନ ପାଇଁ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ଙ୍କ ନେତୃତ୍ବରେ ଉପ ମୂଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଙ୍କ ସହ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି l ସଂଘ ପକ୍ଷରୁ କଲେଜରେ ପିଜି ପାଠ୍ୟକ୍ରମ ଆରମ୍ଭ, ଏକ ଅଡିଟରିୟମ ନିର୍ମାଣ, ଛାତ୍ରୀ ନିବାସ, ଛାତ୍ର ନିବାସ ନିର୍ମାଣ ସହ କଲେଜ କୁ ସରକାରୀ ମାନ୍ୟତା ପ୍ରଦାନ ପାଇଁ ମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଥିଲା l ଉଚ୍ଚ ଶିକ୍ଷାମନ୍ତ୍ରୀ ଏବଂ ଗଣଶିକ୍ଷା ମନ୍ତ୍ରୀ କଲେଜ ର ଭିତ୍ତିଭୂମିର ବିକାଶ ପାଇଁ ପିଜି ପାଠ୍ୟକ୍ରମ ଆରମ୍ଭ ସହ ଛାତ୍ରଛାତ୍ରୀ ହଷ୍ଟେଲ ଏବଂ ଅଡିଟରିୟମ ନିର୍ମାଣ ପାଇଁ ପୂର୍ଣ୍ଣ ସହମତି ପ୍ରଦାନ କରିଥିବା ବେଳେ ସରକାରୀ ମାନ୍ୟତା ପାଇଁ ଯୋଗ୍ୟତା ଭିତ୍ତିରେ ସରକାର ସହୃଦୟତା ର ସହ ବିଚାର କରିବେ ବୋଲି ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି l

ଏହି ଅବସରରେ ସଂଘ୍ ପକ୍ଷରୁ ସ୍ଥାନୀୟ ବିଧାୟକ ନିରଞ୍ଜନ ପୁଝାରୀ ଙ୍କ ସହ ମଧ୍ଯ ସାକ୍ଷାତ ଆଲୋଚନା ହୋଇଥିଲା l ଆଲୁମିନୀ ସଂଘ ର ସଭାପତି ଡ. ପ୍ରଫୁଲ୍ଲ ରଥ ଙ୍କ ନେତୃତ୍ବରେ ଉପସଭାପତି ଗତିକୃଷ ମିଶ୍ର, ସମ୍ପାଦକ ଭାରତ ଭୂଷଣ ମିଶ୍ର, ଆବାହକ ସୁଦାମ ଚରଣ ମିଶ୍ର, କୋଷାଧ୍ୟକ୍ଷ ବିଶ୍ବ ରଞ୍ଜନ ପୂଜାରୀ, ଘନଶ୍ୟାମ ପାଣିଗ୍ରାହୀ, ଶ୍ରୀଧର ବାଗ, ସୁଧୀର କୁମାର ପଣ୍ଡା, ରାଜ କିଶୋର ତ୍ରିପାଠୀ, ଦୀପକ କୁମାର ମହାପାତ୍ର ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like