-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ପ୍ରଧାନଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ପ୍ରଶିକ୍ଷଣ ଶିବିର "ସମ୍ଭବ"ର ଦ୍ବିତୀୟ ପର୍ଯ୍ୟାୟ ଉଦଘାଟିତ

23-Sep-2025



ବରଗଡ଼: ବରଗଡ଼ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ଟାଉନ୍ ହାଇସ୍କୁଲ,ବରଗଡ଼ରେ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର "ସମ୍ଭବ"ର ଦ୍ବିତୀୟ ପର୍ଯ୍ୟାୟ ଶୁଭାରମ୍ଭ ହୋଇଯାଇଛି। ବରଗଡ଼ ବିଇଓ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମୁରଲୀଧର ବେହେରା ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବରେ ପେଡାଗୋଜି କୋର୍ଡିନେଟର ପୁଷ୍ପାଞ୍ଜଳି ଦାଶ,ଡିଆଇଇଟି ବରଗଡ଼ର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା ଯୋଗ ଦେଇଥିଲେ।ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଆୟୋଜିତ ଏହି ତାଲିମ୍ ଶିବିରରେ ବିଜେପୁର ବ୍ଲକ ଓ ସୋହେଲା ବ୍ଲକର ୫୬ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ।ପ୍ରଶିକ୍ଷକ ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ୍ ପତି,ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ,ଡିଆଇଇଟି ବରଗଡ଼ର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା,ପଣ୍ଡକିପାଲି ହାଇସ୍କୁଲର ଶିକ୍ଷକ ପୁସ୍ତମ୍ ବିଶି ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ଅଧିବେଶନ ଚାଲିଥିବା ସମୟରେ ଏଡିଇଓ ସେ ସରୋଜ କୁମାର ଭୁଏ ପ୍ରତ୍ୟେକ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ନିଜସ୍ଵ ଦକ୍ଷତା ବୃଦ୍ଧି ଓ ନେତୃତ୍ଵ ବିକାଶ ନିମନ୍ତେ ସଦା ସର୍ବଦା ପ୍ରୟାସ କରିବା ଉଚିତ ବୋଲି ମତ ବ୍ୟକ୍ତ କରିଥିଲେ।ଏହି ପ୍ରଶିକ୍ଷଣ

ଶିବିରରେ ଜାତୀୟ ଶିକ୍ଷାନୀତି ୨୦୨୦ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ମାନ ନିର୍ଦ୍ଧାରଣ, ନେତୃତ୍ୱ ବିକାଶ, ସାମାଜିକ, ଆବେଗିକ ଓ ନୈତିକ ବିକାଶ, ଅନ୍ତର୍ନିବେଶୀ ଶିକ୍ଷା ଓ ସମତା, ଶିକ୍ଷାରେ ସୂଚନାଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର, ସାଇବର ସୁରକ୍ଷା ,ବିଦ୍ୟାଳୟ ଓ ଆର୍ଥିକ ପରିଚାଳନା, ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା, ବିପର୍ଯ୍ୟୟ ପରିଚାଳନା, ବିଦ୍ୟାଳୟ ଓ ଗୋଷ୍ଠୀ ସମ୍ପର୍କ, ଉପସ୍ଥାପନ ଅବଧାରଣ ବୃଦ୍ଧି ଓ ପାଠ ତ୍ୟାଗୀର ନିରାକରଣ, ଧନ୍ଦାମୂଳକ ଶିକ୍ଷା, ବିଦ୍ୟାଳୟ ବିକାଶ ଯୋଜନା ଇତ୍ୟାଦି ସମ୍ପର୍କରେ ବିଶଦ ଭାବରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଡିଆଇଇଟିର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like