-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||     

HOME   ଜିଲ୍ଲା

ସକମାରେ ଜଗନ୍ନାଥ ମଣ୍ଡପ ଓ କମ୍ୟୁନିଟି ସେଣ୍ଟର ଉଦ୍‌ଘାଟନ କଲେ ନରସିଂହ

23-Sep-2025



ବଲାଙ୍ଗିର- ବଲାଙ୍ଗିର ବ୍ଲକ ସ୍ଥିତ ସକମା ପଂଚାୟତ ସକମା ଠାରେ ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଏକ କମ୍ୟୁନିଟି ସେଣ୍ଟର ସହ ଜଗନ୍ନାଥ ମଣ୍ଡପର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ତାଙ୍କ ବିଧାୟକ ଥିବା ସମୟରେ ବିଧାୟକ ପାଣ୍ଠି ଅନୁଦାନରେ ଏହି ଉଭୟ ପ୍ରକଳ୍ପ ପାଇଁ ୩ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ରାଶି ପ୍ରଦାନ କରାଯାଇଥିଲା । ଉଦ୍‌ଘାଟନ ପରବର୍ତ୍ତି ସଭାରେ ଶ୍ରୀ ମିଶ୍ର କହିଥିଲେ ସେ କ୍ଷମତାରେ ଥାଆନ୍ତୁ ନ ଥାନ୍ତୁ ଲୋକଙ୍କ ସେବା କରିବା ତାଙ୍କର କର୍ତ୍ତବ୍ୟ ଅଟେ । ଆଲୋଚନା

ବେଳେ ସକମାରେ ଥିବା ମନ୍ଦିର ପରିଚାଳନା ପାଇଁ ଦରକାର ହେଉଥିବା ଅର୍ଥ ରାଶି ହେଉ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ହେଉ ତାହା କିପରି ଉପଲବ୍ଧ ହୋଇପାରିବ ସେ ଉପରେ ଗ୍ରାମବାସୀମାନେ ଶ୍ରୀ ମିଶ୍ରଙ୍କ ଦୃଷ୍ଟି ଆକର୍ଷ କରିଥିଲେ । ପାନୀୟ ଜଳ, ରାସ୍ତା ଓ ବିଜୁଳି ସମସ୍ୟା ଉପରେ ମଧ୍ୟ ଗାଁ ଲୋକେ ଶ୍ରୀ ମିଶ୍ରଙ୍କ ସହ ଆଲୋଚନା କରି ତାହା ଯେପରି ଲୋକଙ୍କ ପାଇଁ ନିରବିଚ୍ଛନ୍ନ ଭାବେ ଉପଲବ୍ଧ ହେବ ତଥା ରାସ୍ତା ମରାମତି ଶିଘ୍ର ହୋଇ ପାରିବ ସେ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ସରପଂଚ ଉଗ୍ରସେନ ବରାଡ ଓ ସମିତି ସଭ୍ୟ ଗାଁ ଲୋକଙ୍କ ପାଇଁ ଏକ ଗ୍ରାମ୍ୟ ଉଦ୍ୟାନ ର ପ୍ରସ୍ତାବ ଗ୍ରାମସଭାରୁ ପାରିତ ହୋଇ ବିଭାଗକୁ ପଠାଯାଇଛି ବୋଲି ଶ୍ରୀ ମିଶ୍ରଙ୍କ ପ୍ରଶ୍ନରେ ଉତ୍ତର ଦେଇଥିଲେ । ଉଭୟ ସରପଂଚ ଓ ସମିତି ସଭ୍ୟ ସମ୍ବେଦନଶିଳତା ହୋଇ ଗାଁ ଲୋକଙ୍କ ସେବା କରନ୍ତୁ ବୋଲି ସେ ନିର୍ଦ୍ଦେଶ ଦେବା ସହ ଗାଁ ର ଯାହା କିଛି ବି ସାମୁହିକ

ସମସ୍ୟା ଅଛି ଗାଁ ଲୋକେ ତାଙ୍କୁ ଜଣାନ୍ତୁ ତାର ପ୍ରତିକାର ପାଇଁ ନିଶ୍ଚୟ ପଦକ୍ଷେପ ନିଆଯିବ ବୋଲି ନରସିଂହ ମିଶ୍ର ପ୍ରତିଶୃତି ଦେଇଥିଲେ । ଆଜିର ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ରଘୁମଣି ସ୍ୱାଇଁ, ଗଜେନ୍ଦ୍ର ପ୍ରଧାନ, ସନ୍ତୋଷ ସାହୁ, ଦେବେନ୍ଦ୍ର ସ୍ୱାଇଁ, ମହାଦେବ ବିଶ୍ୱାଲ, ଭଗବାନ ବିଶ୍ୱାଲ, ସୁକଦେବ, ରାଜେନ୍ଦ୍ର, ଅରୁଣ, ସାନନ୍ଦ, ବିଦ୍ୟାଧର ସାହୁ, ନିଳାଂଚଳ ସିଂ, ସୁଶିଲ ମହାକୁର, କାହ୍ନୁଚରଣ ପଟେଲ ଓ ବାଗଦଲ ସୁନା ଙ୍କ ସମେତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026

You Might Also Like