-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ ବଲାଙ୍ଗିର ର ସାଧାରଣ ପରିଷଦ ବୈଠକ

23-Sep-2025



ବଲାଙ୍ଗିର(ପ୍ରେରଣା ଖବର)- ସ୍ଥାନୀୟ ହୋଟେଲ ସେଲିବ୍ରେସନ ଠାରେ ଜିଲ୍ଲା କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ ବଲାଙ୍ଗିରର ତ୍ରୈବାର୍ଷିକ ସାଧାରଣ ପରିଷଦ ବୈଠକ ସାଙ୍ଗକୁ କର୍ମକର୍ତ୍ତା ନିର୍ବାଚନ (୨୦୨୫-୨୮) ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଭାବେ ଲୋଟସ ଷଡଙ୍ଗି ଓ ସଂପାଦକ ଭାବେ ମନମୋହନ ରଥ ପୁନଃ ନିର୍ବାଚିତ ହୋଇ ଥିଲେ । କୋଷାଧ୍ୟକ୍ଷ ଭାବେ ଅଶୋକ ମେହେର ଓ ସାଂଗଠନିକ ସଂପାଦକ ଭାବେ ଶ୍ରୀମନ୍ତ ପଣ୍ଡା ମନୋନୀତ ହୋଇଥିଲେ । ଜିଲ୍ଲାର ବିଭିନ୍ନ ଜୋନରୁ କାର୍ଯ୍ୟକାରିଣୀ ସମିତି ସଭ୍ୟ ଚୟନ କରାଯାଇଥିଲା । ଉକ୍ତ ବୈଠକରେ ସଂଘ ସଭାପତି ଲୋଟସ ଷଡଙ୍ଗି ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ସାଂସଦ ସଂଗିତା କୁମାରୀ ସିଂଦେଓ ଉଦ୍‌ବୋଧନ ଦେଇଥିଲେ । ଓ ଟିଭି ପଶ୍ଚିମ ଓଡିଶା ବ୍ୟୁରୋ ଚିପ୍ ମନୋରଂଜନ ଯୋଷୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ଜିଲ୍ଲା ଔଷଧ ନିରୀକ୍ଷକ ଉମାଶଙ୍କର ମେହେର ଓ ଅଙ୍କୁଶ ଅଗ୍ରୱାଲ ଔଷଧ ନିୟମ ବିଷୟରେ ସୂଚନା ପ୍ରଦାନ କରିଥିଲେ । ଉତ୍କଳ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ ର ସଭାପତି ପି. ସତ୍ୟନାରାୟଣ, ସାଧାରଣ ସଂପାଦକ ପ୍ରଶାନ୍ତ ମହାପାତ୍ର, ସାଂଗଠନିକ ସାଂପାଦକ ଦିପକ ଆଚାର୍ଯ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ୟୁସିଡିଏ ନିର୍ବାଚନ ପର୍ଯ୍ୟବେକ୍ଷକ ଭାବେ ଜୟନ୍ତ ଦିକ୍ଷିତ ଓ ଜୟପ୍ରକାଶ ତ୍ରିପାଠି ନିର୍ବାଚନ ପରିଚାଳନା କରିଥିଲେ । ଜିଲ୍ଲା ନିର୍ବାଚନ ଅଧିକାରୀ ଭାବେ ଲଳିତ ଚୈାଧୁରି, କମଳ ଚକ୍ରବର୍ତ୍ତି ଓ ସଂଜୟ ଚୌଧୁରି ଦାୟିତ୍ୱ ତୁଳାଇ ଥିଲେ । ଉକ୍ତ ବୈଠକରେ ନୈନା ଅଗ୍ରୱାଲ, ରନିତା ମେହେର ଓ ରାମଚନ୍ଦ୍ର ପୁରୋହିତ ଙ୍କୁ ସମ୍ମାନିତ କରାଯାଇଥିଲା । ଉକ୍ତ ବୈଠକରେ ବରଗଡ, ସମ୍ବଲପୁର, ଝାରସୁଗୁଡା ତଥା ବଲାଙ୍ଗିର ଜିଲ୍ଲା ରୁ ପ୍ରାୟ ୧୫୦ ଜଣ ସଭ୍ୟ ଯୋଗଦାନ କରିଥିଲେ । ସଂଜିବ ରଥ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ତରୁଣ ମିଶ୍ର ଓ ମନମୋହନ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like