-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||     

HOME   ରାଜ୍ୟ

ପେଟ୍ରୋଲ ପମ୍ପ ଉପରେ ଯୋଗାଣ ବିଭାଗର ଅଚାନକ ଚଢ଼ାଉ

24-Sep-2025



ଭୁବନେଶ୍ୱର(ପ୍ରେରଣା ଖବର): ଜିଲ୍ଲା ଯୋଗାଣ ବିଭାଗର ସ୍କ୍ୱାର୍ଡ ଭୁବନେଶ୍ୱର ନୂଆଗାଁଠାରେ ଥିବା ଲିଙ୍ଗରାଜ ପେଟ୍ରୋଲ ପମ୍ପ ଉପରେ ଆଜି ଚଢ଼ାଉ କରିଛନ୍ତି । ଚଢ଼ାଉ ସମୟରେ ଅଧିକାରୀମାନେ ଡିଜେଲର ମାନରେ କିଛି ତ୍ରୁଟି ପରିଲକ୍ଷିତ ହେବାରୁ ଏହାର ନମୁନା ସଂଗ୍ରହ କରାଯାଇ ଫୋରେନ୍‌ସିକ୍‌ ଲାବୋରେଟୋରୀକୁ ପଠାଇଛନ୍ତି।ପମ୍ପରେ ଅନିୟମିତତା ଯଥା-ନିଆଁ ଲିଭା ଯନ୍ତ୍ର ନବୀକରଣ ନହେବା, ସ୍ୟାଣ୍ଡ ବକେଟ୍‌ରେ ବାଲି ନ ରହିବା, ଶୌଚାଳୟ କାର୍ଯ୍ୟକ୍ଷମ ନଥିବା ଓ ଆନୁସଙ୍ଗିକ ବ୍ୟବସ୍ଥା ଆଦିରେ ତ୍ରୁଟି ପରିଲକ୍ଷିତ ହେବାରୁ ପମ୍ପର ମାଲିକ ଶ୍ରୀ ବିଚିତ୍ର ଭୋଳଙ୍କୁ ଏ ସମ୍ପର୍କରେ ପଚାରିବାରୁ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଏ ସମ୍ବନ୍ଧୀୟ ତଥ୍ୟ ଜିଲ୍ଲା ଉପରିସ୍ଥ ଅଧିକାରୀ ତଥା ଅଏଲ୍‌ ମାର୍କେଟିଂ କମ୍ପାନୀର ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ଜଣାଇବେ ବୋଲି ଯୋଗାଣ ବିଭାଗର ଅଧିକାରୀମାନେ ପ୍ରକାଶ କରିଥିଲେ । 

ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଯୋଗକୁ ଭିତ୍ତି କରି ମାପ, ଓଜନ ତଥା ମାନରେ ଆସୁଥିବା ତ୍ରୁଟି ସୁଧାରିବା ନିମନ୍ତେ ଜିଲ୍ଲା ଯୋଗାଣ ବିଭାଗ ଆଗାମୀ ଦିନରେ ଏହିଭଳି ଚଢ଼ାଉ ଜାରି ରଖିବ । ଏହି ଚଢ଼ାଉରେ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଜ୍ଞାନେନ୍ଦ୍ରୀୟ ମିଶ୍ର, ବିଏମ୍‌ସି ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ରୋହିତ କୁମାର ଦାସ, ଭୁବନେଶ୍ୱର ଉପଖଣ୍ଡର ସହାୟକ ଯୋଗାଣ ଅଧିକାରୀ ଶ୍ରୀମତୀ ସୁନିତା ବେହେରା, ଭୁବନେଶ୍ୱର ବ୍ଲକ୍‌ର ଯୋଗାଣ ନିରୀକ୍ଷକ ଶ୍ରୀ ସୌମେନ୍ଦ୍ର ମହାନ୍ତି ଏବଂ ବିଏମ୍‌ସିର ଯୋଗାଣ ନିରୀକ୍ଷକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026

You Might Also Like