-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

24-Sep-2025



ଗଞ୍ଜାମ(କୈଳାଶ ଚନ୍ଦ୍ର ଚୌଧୁରୀ): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମୁଖ୍ୟ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
 ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ  ଶ୍ରୀମତୀ ମଧୁମିତା , ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମେତ ରାୟଗଡ , ଡ଼ମ୍ବାଲ ଓ ଜିରାଙ୍ଗ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୫୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଅଭିଯୋଗ ଆସିଥିଲା। ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
 ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା, ଜମି ପଟ୍ଟା,ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like