-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଏନଏସଏସ ଦିବସ ପାଳିତ

24-Sep-2025



ବରପାଲି, (ସୁଦାମ ଦୀପ) ବରପାଲି ବ୍ଲକ କଦଳୀପାଲି ଜଗବନ୍ଧୁ ଦାଶ ମହିଳା ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା (ଏନ୍‌ଏସ୍ଏସ୍) ଦିବସ ପାଳିତ ହୋଇଛି। ମହାବିଦ୍ୟାଳୟ ଅଧ୍ଯକ୍ଷା ପଦ୍ମନୀ ଦାଶ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଭାବରେ ଅନ୍ତର୍ଯ୍ୟାମୀ ପଣ୍ଡା  ଯୋଗଦେଇଥିଲେ । ଏନଏସଏସ ସଂଯୋଜିକା ଅଧ୍ୟାପିକା ପିଙ୍କି ବାରିକ ସ୍ବାଗତ ଜଣାଇବା ସହ ସଭା  ସଞ୍ଚାଳନ କରିଥିଲେ। ଏହି ଅବସରରେ ଅତିଥିଙ୍କ ଗହଣରେ
ଛାତ୍ରୀ ଓ ଅଧ୍ୟାପନା ମଣ୍ଡଳୀଙ୍କ ସମେତ କର୍ମଚାରୀମାନେ ମହାବିଦ୍ୟାଳୟ କିପରି ପରିଷ୍କାର ପରିଚ୍ଛନ୍ନ ରଖିବେ ସେଇଥିପାଇଁ ଶପଥ ଗ୍ରହଣ କରିଥିଲେ I ପରେ ଏନଏସଏସର ଉଦ୍ଦେଶ୍ୟ ଓ କାର୍ଯ୍ୟକ୍ରମ ରୂପାୟନ ଉପରେ ଅତିଥିମାନେ ଆଲୋଚନା କରିଥିଲେ। ଏଥିରେ ଅଧ୍ୟାପିକା ଜ୍ୟୋତି ସାହୁ, ମନିଷା ଭୋଇ,ପୁନମ ସାହୁ,ପରିନିତା ପଧାନ,ଶୋଭାବତୀ ଥପା, ଯାଜ୍ଞସେନି ପଟେଲ,ସସ୍ମିତା ମେହେର ।ସହକର୍ମୀ ଶଶାଙ୍କ ଶେଖର ପଧାନ, ସାର୍ଥକ ପାଣିଗ୍ରାହୀ,ବୀରେନ୍ଦ୍ର ଖଟୁଆ, ନୃପରାଜ୍ ବରିହା,ତ୍ରିପୁରା ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ I ପରିଶେଷରେ ଅଧ୍ୟାପକ ନେପାଲ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like