-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ତିଥି ଭୋଜନରେ ଏକାଠି ବସି ବନ୍ଧୁତ୍ୱପୂର୍ଣ୍ଣ ବାତାବରଣ ମଧ୍ୟରେ ସାମିଲ ହେଲେ ଶିକ୍ଷକ ଶିକ୍ଷୟିତ୍ରୀ

24-Sep-2025



ବଲାଙ୍ଗୀର(ପ୍ରେରଣା ଖବର)- ପ୍ରତ୍ୟେକ ହାଇସ୍କୁଲରେ ଛାତ୍ରଛାତ୍ରୀ ମାନଙ୍କୁ ବର୍ଷକୁ ଥରେ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ କରିବା ସହ ଏଥିରେ ଶିକ୍ଷା ବିଭାଗର ପଦାଧିକାରୀ ଓ ସମାଜର ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ସ୍କୁଲ ସହ ଜୋଡିବା ପାଇଁ ରାଜ୍ୟସରକାରଙ୍କ ନିର୍ଦ୍ଦେଶ ରହିଛି । ଏହିକ୍ରମରେ ଆଜି ବଲାଙ୍ଗୀର ଟାଉନ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ମଧ୍ୟ ସ୍କୁଲରେ ଅଧ୍ୟୟନରତ ଛାତ୍ରୀ ଓ ଶିକ୍ଷା ବିଭାଗର କର୍ମଚାରୀ ମାନଙ୍କୁ ନେଇ ଏକ ତିଥି ଭୋଜନ ପରି ଏକ ନିଆରା ବନ୍ଧୁତ୍ୱପୂର୍ଣ୍ଣ ସମାବେଶ ସମସ୍ତଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ

ଥିଲା । ସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ରଙ୍କ ତତ୍ତ୍ୱାବଧାନରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କ ନିର୍ଦ୍ଦେଶରେ ତଥା ସ୍କୁଲର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀଙ୍କ ସହଯୋଗରେ ସାମୁହିିକ ଭାବରେ ଛାତ୍ରୀ ମାନଙ୍କ ସହ ମିଶି ଭୋଜନ କରିବାର ବ୍ୟବସ୍ଥା ଶିକ୍ଷକ ଓ ଶିକ୍ଷାର୍ଥୀଙ୍କ ସଂପର୍କକୁ ଆହୁରି ନିକଟତର କରିଥିଲା । ଏହି ତିଥି ଭୋଜନରେ ସ୍କୁଲ ଆଲୁମିନି ଏସୋସିଏସନ୍ ର ସଭାପତି ଆନନ୍ଦିନୀ ଦର୍ଜି, ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀ, ଟାଉନ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଆର୍ଯ୍ୟବାଳା ମିଶ୍ର, ସିଆର୍‌ସିସି ବିଜୟିନୀ ଦାନୀ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମନୋରଂଜନ ସାହୁ, ଏଡିଇଓ ପ୍ରବୀର କୁମାର

ପଣ୍ଡା, ରୀନା କୁମାରୀ ବେହେରା ସେବାଶ୍ରୀ ଭୋଇ, ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ ଯୋଶି, ଏବିଇଓ ସଂଧ୍ୟା ଧରୁଆ, ସ୍କୁଲ ମେନେଜମେଂଟ କମିଟି ଚ୍ୟାରମେନ୍ ସଂଧ୍ୟା ବିଶୋଇ, ସିଏ ଶ୍ରୀକାନ୍ତ ଶର୍ମା, ସାମ୍ବାଦିକ ରଘୁ ନନ୍ଦନ ସିଂହ, ମହେନ୍ଦ୍ର ଦର୍ଜି ପ୍ରମୁଖ ଯୋଗ ଦେଇ ଭୋଜନ କରିବା ସହ ସ୍କୁଲ ପପରିଚାଳନା ସଂପର୍କରେ ତଥା ଆଗାମୀ ଦିନରେ ସ୍କୁଲର ଶୈକ୍ଷିକ ବାତାବରଣକୁ କିପରି ଅଧିକ ସୁଦୃଢ଼ କରାଯାଇପାରିବ ସେ ସଂପର୍କରେ ପ୍ରଧାନଶିକ୍ଷକଙ୍କ ସହ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like