-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଦୂର୍ଗା

24-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଧରାପୃଷ୍ଠରେ ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଜଗତଜନନୀ ମାଁ ଦୂର୍ଗା ଅବତରଣ କରିଛନ୍ତି।  ବିନିକାର ପୁରୁଣା ବସଷ୍ଟାଣ୍ଡ,ଦୈନଦିନ ବଜାର,ଦଣ୍ଡସନା ପଡ଼ା,ଗଜପତି ନଗର,ଗୁଲାପଡ଼ା,ବେଲପଡ଼ା ଆଦି ସ୍ଥାନରେ ମାଁ ଙ୍କ ପୂଜା ମହାସମାରୋହରେ ଅନୁଷ୍ଠିତ ହେଉଛି ।ଏହି ପରିପ୍ରେକ୍ଷୀରେ ପୁରୁଣା ବସଷ୍ଟାଣ୍ଡ ଭବ୍ୟ ମନ୍ଦିରରେ  ଅନୁଷ୍ଟିତ ଦ୍ଵିତୀୟ ବର୍ଷ ଶାରଦୀୟ ଅବସରରେ ଚାଳିଥିବା ନବରାତ୍ର ପୂଜାର ତୃତୀୟ ଦିବସରେ ମାଁ ଦେବୀ ଦୂର୍ଗା ଚନ୍ଦ୍ରଘଣ୍ଟା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ଏଥିରେ ମୁଖ୍ୟ କର୍ତ୍ତା ଭାବେ ସୁନିଲ ପାତ୍ର ଓ ତାଙ୍କ ଧର୍ମପତ୍ନୀ ସୁକନ୍ୟା ପାତ୍ର ରହିଥିବା ବେଳେ ସହଯୋଗୀ କର୍ତ୍ତା ଭାବେ ସିଦ୍ଧାର୍ଥ ଜୁନିଅର କଲେଜର ଅବସରପ୍ରାପ୍ତ କର୍ମଚାରୀ ଗରିବ ସାଳମା ଓ ତାଙ୍କ ଧର୍ମପତ୍ନୀ ଅଧ୍ୟକ୍ଷା ରେଖା ପ୍ରଧାନ,ବିନିକା ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ସରିତା ରାଣୀ ପ୍ରଧାନ ପ୍ରମୁଖ ଦାୟିତ୍ଵ ତୁଲାଇଥିଲେ।ସେହିପରି ମୁଖ୍ୟ ପୂଜକ ଭାବେ ସୁବାସ ଚନ୍ଦ୍ର ବଡ଼ପଣ୍ଡା,ମନ୍ଦିର ପୂଜକ ଜନାର୍ଦ୍ଦନ ଆଚାର୍ଯ୍ୟ ପୂଜା କାର୍ଯ୍ୟ ତୁଲାଇଥିଲେ ।ଆଜି ସନ୍ଧ୍ୟାରେ ମାଁ ଙ୍କ ଦର୍ଶନ ପାଇଁ ମନ୍ଦିରରେ ବହୁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like